ମଦ ପାଇଁ ସ୍ତ୍ରୀର ଗଳାକାଟି ହତ୍ୟାକଲା ସ୍ଵାମୀ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ମଦ ପାଇଁ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ଵାମୀ।  ମୃତକ ମଧୁବତି ବେହେରା ଦଳାଇ ବୋଲି ଜଣାପଡିଛି। ସୂଚନା ଅନୁସାରେ ସ୍ଵାମୀ ଚନ୍ଦ୍ରକାନ୍ତ ଆଜି ସକାଳେ ମଦ ପିଇ ଆସି ସ୍ତ୍ରୀ ମଧୁବତିଙ୍କୁ କିଛି…

ମୃତ୍ୟୁ ପ୍ରମାଣପତ୍ର ନ ମିଳିବାରୁ ବିଭିନ୍ନ ସହାୟତାରୁ ବଞ୍ଚିତ ବିଧବା ସୁନିଆ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଅନ୍ତର୍ଗତ ନୂଆପଦର ପଞ୍ଚାୟତ ଲତପଙ୍ଗିଆ ଗ୍ରାମର ସୁନିଆମତି ଦିଗାଲ। ସ୍ବାମୀ ଗୌତମ ଦିଗାଲ ଦାଦନ ଖଟି ପରିବାର ଚଳାଉଥିଲେ। ଗତ ଫେବୃଆରୀ ୨୬ ରେ ତାଙ୍କର ମୃତ୍ୟୁ ହୋଇଛି। ଏ ମଧ୍ୟରେ ୭ ମାସ ବିତି ଯାଇଥିଲେ ମଧ୍ୟ ମୃତ୍ୟୁ ପ୍ରମାଣପତ୍ର ମିଳିପାରି…

ମେଗା ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆୟୋଜିତ

ମାଲକାନଗିରି : ସାହା ଚାରିଟେବୁଲ ଟ୍ରଷ୍ଟ, ଭୁବନେଶ୍ୱରଙ୍କ ଆନୁକୂଲ୍ୟରେ ମାଲକାନଗିରି ସହରର ଚତୁର୍ଥ ସଶକ୍ତ ବାହିନୀ ପରିସର, ଜିଲ୍ଲା ପୋଲିସ କାର୍ଯ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ, ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ମାଲକାନଗିରି ମହାବିଦ୍ୟାଳୟ ପରିସର ମଧ୍ୟରେ ଏକ ହଜାରରୁ ଉର୍ଦ୍ଧ୍ୱ…

୧୦ ହୋଟେଲକୁ ବୋମା ଧମକ

ଭାରତୀୟ ବିମାନ ପରେ ଗୁଜରାଟର ହୋଟେଲ, ଆଉ ଏବେ ପୁଣି ଲକ୍ଷ୍ନୌର କିଛି ହୋଟେଲକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ ମିଳିଛି। ଲକ୍ଷ୍ନୌର ପ୍ରତିଷ୍ଠିତ ୧୦ଟି ହୋଟେଲକୁ ବୋମା ଧମକ ମିଳିଥିବା ସୂଚନା ମିଳିଛି। ଇମେଲ୍ ଜରିଆରେ ହୋଟେଲଗୁଡ଼ିକୁ ବୋମା ଧମକ ମିଳିଛି। ସୂଚନା ଅନୁସାରେ, ଆଜି…

ବିଜେଡି ନେତା ପ୍ରତାପ ପଲାଇ ହତ୍ୟା ମାମଲା: ୧୬ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଆସିକା: ଆସିକା -ବ୍ରହ୍ମପୁର ମୁଖ୍ୟ ରାସ୍ତାରେ କରଞ୍ଜେଇ ଛକ ନିକଟରେ ୨୦୧୭ ନଭେମ୍ବର ୬ ତାରିଖ ରାତ୍ରି ପ୍ରାୟ ଆଠ ଘଣ୍ଟା ସମୟରେ ଚଳନ୍ତି ଆକବରୀ ବସରେ ଆସିକା ପକେଲାପଲ୍ଲୀ ଗ୍ରାମର ବିଜେଡି ନେତା ପ୍ରତାପ ପଲାଇଙ୍କୁ ଅତି ନିକଟରୁ ଗୁଳି କରି ହତ୍ୟା ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ଓ…

ବାତ୍ୟା ‘ଦାନା’ରେ ପ୍ରଭାବିତ ହୋଇଛି ୧୦୮ ବ୍ଲକର ୧୬୭୧ ପଞ୍ଚାୟତ

ଭୁବନେଶ୍ଵର: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ବାତ୍ୟା ‘ଦାନା’ ପ୍ରଭାବରେ ପ୍ରଭାବିତ ହୋଇଛି ୧୪ ଜିଲ୍ଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ । ସେହିପରି ୩୧ ସହରାଞ୍ଚଳର ୪୨୬ଟି ୱାର୍ଡ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛି ବୋଲି କହିଛନ୍ତି ରାଜସ୍ବ…

ମଦ ପିଇ ପେଟ୍ରୋଲ ପମ୍ପରେ ଲଗାଇ ଦେଲେ ନିଆଁ

ପେଟ୍ରୋଲ ପମ୍ପରେ ନିଆଁ ଲଗାଇବା ଅଭିଯୋଗରେ ଜଣଙ୍କୁ ବାନ୍ଧିଛି ପୁଲିସ। ସ୍କୁଟରରେ ତେଳ ଭର୍ତ୍ତି କରିବା ସମୟରେ ଜଣେ ବ୍ୟକ୍ତି ହଠାତ୍ ପାଇପରେ ନିଆଁ ଲଗାଇ ଦେଇଥିଲେ। ମଦ ପିଇ ଏପରି କାଣ୍ଡ ଭିଆଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ହାଇଦ୍ରାବାଦର ନାଚାରାମ…

ଥାନାରେ ପୋଲିସ କର୍ମଚାରୀ ପିନ୍ଧିବେ ବଡି କ୍ୟାମେରା

ଭୁବନେଶ୍ୱର : ଥାନା ରିସେପସନ୍ ରେ ଥିବା ପୋଲିସ କର୍ମଚାରୀ ପିନ୍ଧିବେ ବଡି କ୍ୟାମେରା । ଅମାନିଆଙ୍କୁ ସାବାଡ଼ ପାଇଁ କମିଶନରେଟ ପୋଲିସର ନୂଆ ଯୋଜନା । ଥାନାରେ ଆସି ଉତ୍ପାତ ହେଉଥିବା ଅମାନିଆଙ୍କ ଭିଡିଓ ଓ ଅଡିଓ ରେକର୍ଡ ହେବ । ଦେଖନ୍ତୁ ପୋଲିସ କର୍ମଚାରୀ ବଡି କ୍ୟାମେରା ପିନ୍ଧିବାର…

ଲାଲୁଙ୍କ ପରି କପଟୀ ଦେଶରେ ଆଉ କେହି ନାହାନ୍ତି: ଲଲନ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଲଲନ ସିଂ ପୁଣି ଥରେ ଲାଲୁ ଯାଦବ ଏବଂ ତେଜସ୍ୱୀ ଯାଦବଙ୍କ ଉପରେ ନିଜର କ୍ରୋଧ ପ୍ରକାଶ କରିଛନ୍ତି। ରବିବାର ପାଟନାରେ କେନ୍ଦ୍ର ମନ୍ତ୍ରୀ ତାଙ୍କ ବିବୃତ୍ତିରେ କହିଛନ୍ତି ଯେ ଏହି ଦେଶରେ ଲାଲୁ ଯାଦବଙ୍କଠାରୁ ବଡ଼ କପଟୀ କେହି ନାହାନ୍ତି | ସେ ଏତେ ଦିନ ଧରି…

୨୦ ଲକ୍ଷ ଲୋକଙ୍କୁ ୬ ମାସ ଭିତରେ ମିଳିବ ଘର

ବାଲେଶ୍ବର: ୬ ମାସ ଭିତରେ ୨୦ ଲକ୍ଷ ଲୋକଙ୍କୁ ଘର ଦିଆଯିବ । ବାଲେଶ୍ବର ସୋରରେ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବା ପରେ ଏଭଳି ମନ୍ତବ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ତେବେ ବାତ୍ୟାରେ ଯେଉଁମାନଙ୍କ ଘର ଭାଙ୍ଗିଯାଇଛି ସେମାନଙ୍କୁ ସରକାରଙ୍କ ପକ୍ଷରୁ ପକ୍କାଘର ପାଇଁ…