ବହୁ ଚର୍ଚ୍ଚିତ ପ୍ରତାପ ପୋଲାଇ ହତ୍ୟା କାଣ୍ଡର ସମସ୍ତ ଅଭିଯୁକ୍ତ ନିର୍ଦ୍ଦୋଷ ରେ ଖଲାସ…
ଭୁବନେଶ୍ୱର: ଗତ ୨୦୧୭ ମସିହା ନଭେମ୍ବର ମାସ ୬ ତାରିଖ ରେ ଏକ ଘରୋଇ ବସ ରେ ଆସିକା ରୁ ବ୍ରହ୍ମପୁର ଯାଉଥିଲେ ପାକଲା ପଲ୍ଲୀ ର ପ୍ରତାପ ଚନ୍ଦ୍ର ପୋଲାଈ।କରେଞ୍ଜେଇ ନିକଟରେ କିଛି ଯୁବକ ପ୍ରତାପ ଙ୍କୁ ଗୁଳିମାରି ହତ୍ୟା କରିଥିଲେ। ସେତେବେଳେ ଏହି ଏହି ଘଟଣା ସାରା ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା!-->…