ପ୍ରତିଶୋଧ ନେଲା ଇସ୍ରାଏଲ, ଇରାନ୍ ଉପରେ ୧୦୦ ଯୁଦ୍ଧ ବିମାନରେ କଲା ଏୟାର ଷ୍ଟ୍ରାଇକ୍
ନୂଆଦିଲ୍ଲୀ : ଅଶାନ୍ତ ମଧ୍ୟପ୍ରାଚ୍ୟ। ବଢ଼ି ଚାଲିଛି ଯୁଦ୍ଧ ସ୍ଥିତି। ପାଟଲା ଆକ୍ରମଣ କରିଛି ଇସ୍ରାଏଲ। ଟାର୍ଗେଟ୍ରେ ସୈନ୍ୟ ଠିକଣା। ଇରାନ୍ ଉପରେ ପ୍ରତିଶୋଧ ମୂଳକ ହମ୍ଲା କରିଛି ଇସ୍ରାଏଲ ସେନା। ଭୋରୁ ଇରାନ୍ର ସୈନ୍ୟ ଅଡ୍ଡା ଉପରେ ହୋଇଛି ବୋମା ବର୍ଷା। ୧୦୦ ଯୁଦ୍ଧ ବିମାନରେ ଏୟାର!-->…