ରାୟଗଡ଼ା ଆଦିବାସୀ ସମାଜ ପକ୍ଷରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ…

ରାୟଗଡା : ତା : ୨୬/୧୦/୨୪ ରାୟଗଡା ଜ଼ିଲ୍ଲା ଏକ ଆଦିବାସୀ ଅଧୁଷିତ ଜ଼ିଲ୍ଲା | ଏଠାରେ ଜ଼ିଲ୍ଲାର ଜନସଂଖ୍ୟାର ୭୫ ଶତକଡା ଜନତା ହଉଛନ୍ତି ଆଦିବାସୀ | ଜ଼ିଲ୍ଲାରେ ଆଦିବାସୀଙ୍କ ଉନ୍ନତି ଯଦି ନହେବ ତାହାଲେ ଜ଼ିଲ୍ଲା କେବେବି ଉନ୍ନତି ହେବନାହିଁ | ଯୋଉ ଜ଼ିଲ୍ଲାରେ ଚାରି ଭାଗରୁ ୩ ଭାଗ…

ପିପଲପଦର ଗ୍ରାମରୁ ଚୋରା ଚାଲାଣ ପାଇଁ ଗଛିତ ଗଞ୍ଜେଇ କୁ ଜବତ କଲା ଅବକାରୀ ବିଭାଗ…

ମାଲକାନଗିରି ୨୬/୧୦ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀ ବିମ୍ବାଧର ପଣ୍ଡା ଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ରେଞ୍ଜ ଇନ୍ସପେକ୍ଟର ଶ୍ରୀ ସନ୍ତୋଷ କୁମାର ବଳ , ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ପିପଲପଦର ଗ୍ରାମର ପଶ୍ଚିମ ପାର୍ଶ୍ୱ ଘଞ୍ଚ ପାହାଡ ଜଙ୍ଗଲ ଅଞ୍ଚଳରେ ଚଢ଼ଉ କରି ୧୬୦ କିଲୋଗ୍ରାମ…

ଔଷଧ ବ୍ୟବସାୟଙ୍କୁ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ…

ବାଲିଗୁଡା: : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା କରଡ଼ା ଗ୍ରାମରେ ମଙ୍ଗଳବାର ହୋଇଥିବା ଔଷଧ ବ୍ୟବସାୟୀ ଙ୍କୁ ହତ୍ୟାକାଣ୍ଡ ଘଟଣାର ମୂଖ୍ୟ ଅଭିଯୁକ୍ତ ଆଦିତ୍ୟ ସାମନ୍ତଙ୍କୁ ଗିରଫ କରିଛି ରାଇକିଆ ପୋଲିସ। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଅନ୍ୟ ଜଣଙ୍କର ସହାୟତାରେ…

ପ୍ରସାସାନିକ ଅଧିକାରୀଙ୍କ ହସ୍ତକ୍ଷେପ ପରେ ଅଙ୍ଗନବାଡିରୁ ଖୋଲିଲା ତାଲା

ମାଲକାନଗିରି : ମାଲକାନଗିରି ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଖଇରପୁଟ ଅଧୀନ ରେ ଅଙ୍ଗନୱାଡ଼ି କର୍ମୀ ନିୟୋଜନ କୁ କେନ୍ଦ୍ର କରି ବିଭିନ୍ନ ସ୍ଥାମ ରେ ଗ୍ରାମବାସୀ ଙ୍କ ମଧ୍ୟରେ ବିଶୃଙ୍ଖଳା ପରିଲକ୍ଷିତ ହେଉଛି। ଗତ ୧୯/୦୯ ତାରିଖରେରେ ମାଛାଗୁଡ଼ା ଅଙ୍ଗନୱାଡ଼ି କର୍ମୀ ଭାବେ ସଂଯୁକ୍ତା ଦୋରା (…

ଏସଓଜି ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ : ନକ୍ସଲ ମୃତ ଏକେ ୪୭ ଓ ବିପୁଳ ମାଓ ସାମଗ୍ରୀ ଜବତ

ଫୁଲବାଣୀ, ୨୫।୧୦ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବୁଡାନାଇ ସଂରକ୍ଷିତ ଜଙ୍ଗଲ ରେ ମାଓବାଦୀ ଓ ଏସ୍ ଓ ଜି ଜବାନଙ୍କ ମଧ୍ୟରେ ଗୁଳିବିନିମୟ ରେ ଜଣେ ମାଓବାଦୀର ମୃତ୍ୟୁ ଘଟିଛି। ଏଥି ସହିତ ଘଟଣା ସ୍ଥଳରୁ ଗୋଟିଏ ଏକେ ୪୭ ରାଇଫଲ ଓ ୧୦ ରାଉଣ୍ଡ ଜୀବନ୍ତ ଗୁଳି ସମେତ ବିପୁଳ ମାଓ…

ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ (ଏଲଏଲଆଇଏନ୍) ବଣ୍ଟନ ସକାଶେ ଜିଲ୍ଲାସ୍ତରୀୟ ସମନ୍ଵୟ କମିଟି ବୈଠକ

ମାଲକାନଗିରି, ୨୫/୧୦/୨୪ : ଜିଲ୍ଲା ସ୍ତରୀୟ ଦୀର୍ଘସ୍ଥାୟୀ କୀଟନାଶକ ଔପଚାରିତ ମଶାରୀ ବଣ୍ଟନ ସକାଶେ ଏକ ସମନ୍ଵୟ କମିଟି ବୈଠକ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ…

ସ୍ୱାଭିମାନ ଅଞ୍ଚଳର ବିଭିନ୍ନ ପଞ୍ଚାୟତରେ ଓଡିଶା ଜୀବିକା ମିଶନ ପକ୍ଷରୁ ପୁଷ୍ଟି ମହୋତ୍ସବ ଅନୁଷ୍ଠିତ

ମାଲକାନଗିରି ୨୫।୧୦ : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ସ୍ୱାଭିମାନ ଅଞ୍ଚଳର ବିଭିନ୍ନ ପଞ୍ଚାୟତ ରେ ଗ୍ରାମସ୍ତରୀୟ ପୁଷ୍ଟି ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓଡିଶା ଜୀବିକା ମିଶନ ପକ୍ଷରୁ ଚିତ୍ରକୋଣ୍ଡା ବ୍ଲକ ର ଦୋରାଗୁଡା, ରାଲେଗାଡା, ବଡପଦର ଏଭଳି…

‘ଦାନା’ ପାଇଁ ଶନିବାର-ରବିବାର ସରକାରୀ ଛୁଟି ବାତିଲ

ବାତ୍ୟା ‘ଦାନା’ ପ୍ରଭାବରେ କ୍ଷତିଗ୍ରସ୍ତ ଅଂଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ସରକାର ଶନିବାର ଓ ରବିବାର ଦୁଇଦିନ ସରକାରୀ ଛୁଟିକୁ ବାତିଲ କରିଛନ୍ତି। ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ଦେଓରଞ୍ଜନ କୁମାର ସିଂ ଆଜି ସମସ୍ତ ବିଭାଗକୁ ଚିଠି ଲେଖି ‘ଦାନା’…

ଆଶା ଦିଦି ଶିବାନୀ ମଣ୍ଡଲଙ୍କ ଭଲ କାମକୁ ଉଚ୍ଚ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ। …

ଝାରଖଣ୍ଡ ନିର୍ବାଚନ: ବିଜେପିର ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ

ଝାରଖଣ୍ଡରେ ଅନୁଷ୍ଠିତ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ତା’ର ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ଏହି ୪୦ ଜଣିଆ ଷ୍ଟାର ପ୍ରଚାର ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନାଁ ମଧ୍ୟ ରହିଛି। ଷ୍ଟାର…