ବାତ୍ୟା ଦାୟିତ୍ୱରେ ଥିବା ଅଧିକାରୀଙ୍କ କାର୍ଯ୍ୟ ପ୍ରଶଂସନୀୟ : ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି । ଏନେଇ ସେ ଏକ ବୈଠକ କରିଛନ୍ତି । ଏଥିରେ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ୱାଇ ବି ଖୁରାନିଆ ଓ ସ୍ୱତନ୍ତ୍ର ରିଲିଫ୍ପ୍ରକମିଶନର ମୁଖ୍ୟ ଉପସ୍ଥିତ…

ଟଳି ଗଲା ବାତ୍ୟା, ଘାରିଲାଣି ବନ୍ୟା ଆଶଙ୍କା 

ଭୁବନେଶ୍ୱର: ଟଳି ଗଲା ବଡ଼ ବାତ୍ୟା। ହେଲେ ବାତ୍ୟା ପ୍ରଭାବରେ ତୁହାକୁ ତୁହା ବର୍ଷା ଏବେ ବନ୍ୟା ଆଶଙ୍କା ସୃଷ୍ଟି କଲାଣି। ଏନେଇ ଏବେ ୧୬ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ସତର୍କ କରିଛି ଆଇଏମଡି। ଅନୁଗୁଳ, ବାଲେଶ୍ଵର, ବୌଦ୍ଧ, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ,…

ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର, ଫସଲ କ୍ଷୟକ୍ଷତି ଆକଳନ 7 ଦିନ ଭିତରେ : ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର : ବିପର୍ଯୟ ପରିଚାଳନା ମନ୍ତ୍ରୀ ଭାବେ ମୋ ଦାୟିତ୍ୱ । ନିଆରା ଅନୁଭୂତି ମୋ ପାଇଁ । ସମସ୍ତଙ୍କ ସହ ବୈଠକ କରିଛି । ଓଡ଼ିଶା ବାସୀଙ୍କ ବିଜୟ ହେଲା । ରାସ୍ତା ସଫା ସରିଲାଣି । କିଛି ଜାଗାରେ ତାର ଛିଣ୍ଡିଯିବା ଯୋଗୁ ବିଦ୍ୟୁତ ବ୍ୟାହତ ହେଇଛି । ସୂର୍ଯ୍ୟାସ୍ତ ପୂର୍ବରୁ…

ଦେବଦୂତ ସାଜି ବୃଦ୍ଧାଙ୍କୁ କାନ୍ଧରେ ବୋହିଲେ ଆଶା କର୍ମୀ, ଛୁଟୁଛି ଶୁଭେଚ୍ଛାର ସୁଅ

ରାଜନଗର: ବାତ୍ୟା ‘ଦାନା’ର ପ୍ରକୋପ ସମୟରେ ଲୋକେ ସୁରକ୍ଷିତ ସ୍ଥାନରେ ରହିବାକୁ ଉଦ୍ୟତ ହେଉଥିବା ବେଳେ ସେବା ମନୋଭାବ ନେଇ ଆଗେଇ ଆସିଥିଲେ ଜଣେ ଆଶାକର୍ମୀ । ବିପଦ ସଙ୍କୁଳଙ୍କ ପାଇଁ ସାଜିଥିଲେ ଦେବଦୂତ। ପବନ, ବର୍ଷାକୁ ଖାତିର ନ କରି ବିପଦରେ ପଡ଼ିଥିବା ଜଣେ ବୃଦ୍ଧାଙ୍କୁ ନିଜ କାନ୍ଧରେ…

ଭୁବନେଶ୍ବରରୁ ବସ୍ ସେବା ସ୍ବାଭାବିକ : କେବଳ ଭଦ୍ରକ, ବାଲେଶ୍ୱର, ରାଜନଗର ଯାତାୟାତ କରୁନି ବସ୍

ଭୁବନେଶ୍ୱର : ସ୍ୱାଭାବିକ ହେଉଛି ବସ ସେବା । କେଵଳ ଭଦ୍ରକ, ବାଲେଶ୍ୱର, ରାଜନଗର ଓ କୋଲକାତାକୁ ଛାଡ଼ି ଅନ୍ୟ ସ୍ଥାନକୁ ବସ ଯିବା ଆସିବା କରୁଛି । ଭୁବନେଶ୍ବର ବରମୁଣ୍ଡା ବସ୍ ଷ୍ଟାଣ୍ଡରୁ ଯାତାୟାତ କରୁଛି ବସ୍ । ବ୍ରହ୍ମପୁରକୁ ଭୁବନେଶ୍ୱରରୁ ୫୦ ପ୍ରତିଶତ ଗାଡି ଯିବା ଆସିବା…

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ସିଂହଦ୍ଵାର ଆଉ ବେଳାଭୂମି

ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି। ତେବେ ବାତ୍ୟା ଲ୍ୟାଣ୍ଡଫଲ୍…

ବାତ୍ୟା ପରେ ମାଡ଼ି ଆସିଲା ଉଚ୍ଚ ଜୁଆର, ପାଣିଘେରରେ ୫୭୧ ପରିବାର

ରାଜନଗର : ବାତ୍ୟା ପରେ ମାଡ଼ି ଆସିଲା ସମୁଦ୍ର ଜୁଆର । ପ୍ରବଳ ବର୍ଷାରେ ବୁଡ଼ିଗଲା ବଗପଟିଆ । ସାତଭାୟା ଥଇଥାନ ଆଶ୍ରୟସ୍ଥଳୀ ବଗପାଟିଆରେ ପଶିଲା ଜୁଆର ପାଣି । ୫୭୧ ପରିବାର ପାଣି ଘେରରେ ରହିଛନ୍ତି । ଫଳରେ ଲୋକମାନେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବାତ୍ୟା ଦାନା…

ଆରମ୍ଭ ହେଲା ଟ୍ରେନ୍ ଚଳାଚଳ

ଭୁବନେଶ୍ଵର: ଆରମ୍ଭ ହେଲା ଟ୍ରେନ୍ ଚଳାଚଳ । କିନ୍ତୁ ହୋଇନି ସ୍ବାଭାବିକ । ବାତ୍ୟା ‘ଦାନା’ ପାଇଁ ୨୦୦ ରୁ ଉର୍ଦ୍ଧ୍ଵ ଟ୍ରେନ ବାତିଲ କରିଥିଲା ପୂର୍ବତଟ ରେଳବାଇ । ଏବେ ବାତିଲ୍ ଟ୍ରେନ୍ ଛଡ଼ା ଅନ୍ୟ ସମସ୍ତ ଟ୍ରେନ୍ ସମୟ ଅନୁସାରେ ଚାଲିବ ବୋଲି ସୂଚନା ଦେଇଛି ପୂର୍ବତଟ ରେଲୱେ । ବିଶାଖାପାଟଣା…

‘ଦାନା’ ବାତ୍ୟା ବେଳେ ଜନ୍ମ ନେଲେ ୧୬୦୦ ଶିଶୁ

ଭୁବନେଶ୍ଵର: ଭୀଷଣ ବାତ୍ୟାର ରୂପ ନେଇ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁଛି ‘ଦାନା’। କେଉଁଠି ଘର ଦ୍ଵାର ଭାଙ୍ଗି ଲୋକଙ୍କୁ ଦୁଃଖ ଦେଇଯାଇଛି ତ କେଉଁଠି ଦେଇଛି ଖୁସି ଖବର । ବାତ୍ୟା ବେଳେ ରାଜ୍ୟରେ ଜନ୍ମ ନେଇଛନ୍ତି ପ୍ରାୟ ୧୬୦୦ ଶିଶୁ । ଗତକାଲି ରାତିରେ ଏସ୍‌ଆରସିଙ୍କ…

ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା

ଭୁବନେଶ୍ଵର: ସ୍ବାଭାବିକ ହେଲା ଭୁବନେଶ୍ବରରେ ବିମାନସେବା । ବାତ୍ୟା ‘ଦାନା’ ପାଇଁ ଗତକାଲିଠୁ ୪୦ ବିମାନ ସେବାକୁ ବାତିଲ କରାଯାଇଥିବା ବେଳେ ଆଜି ସକାଳ ୮ଟାରୁ ତାହା ସ୍ୱାଭାବିକ ହୋଇଛି। ଏନେଇ ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି । ବାତ୍ୟା ପାଇଁ କାଲି…