ଦୁର୍ବଳ ହେଉଛି ‘ଦାନା’, ସରିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା
ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି। ଗତକାଲି ମଧ୍ୟ ରାତ୍ରିରେ ଏହା ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ମାଡ଼ ହୋଇଥିବା ବେଳେ ଆରମ୍ଭ ହୋଇଯାଇଥିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା। ଏହି ପ୍ରକ୍ରିୟା ଆଜି ସକାଳେ ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ!-->…