ବାରହା ଆକ୍ରମଣରେ ମହିଳା ମୃତ
ଛତ୍ରପୁର : ବ୍ଲକ ଅନ୍ତର୍ଗତ ପୋଟଲାମପୁର ଗାଁ ରେ ବାରହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି l ମୃତ ମହିଳାଙ୍କ ନାମ ଶୋଭା ତରାଇ (୬୨ ବର୍ଷ), ବିଲକୁ ଧାନ ଫସଲ ଦେଖିବାକୁ ଯାଇଥିବା ବେଳେ ବାରହା ଆକ୍ରମଣ କରିଥଲା l ଯାହାଫଳରେ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ପରିବାର ଲୋକ କହିଛନ୍ତି l!-->…