ନଡ଼ା ଜାଳିଲେ କୃଷକ, ନିଲମ୍ବିତ ହେଲେ ୨୪ ଅଫିସର୍‌

ଚଣ୍ତୀଗଡ : ନଡ଼ା ଜାଳିଲେ କୃଷକ। ନିଲମ୍ବିତ ହୋଇଗଲେ ଅଫିସର୍‌। ଜଣେ କି ଦୁଇ ଜଣ ନୁହେଁ ଏକାଥରକେ ୨୪ ଅଧିକାରୀଙ୍କୁ କରାଗଲା ସସ୍‌ପେଣ୍ଡ। ଏଭଳି କିଛି ଆକ୍ସନ ନେଇଛନ୍ତି ହରିୟାଣା ସରକାର।ଦିନକୁ ଦିନ ଦିଲ୍ଲୀରେ ବଢ଼ି ଚାଲିଛି ପ୍ରଦୂଷଣ ମାତ୍ରା। ଏଥିପାଇଁ ପ୍ରତିବର୍ଷ ହରିୟାଣାକୁ ମଖ୍ୟତଃ ଦାୟୀ…

ବାତିଲ ହେଲା ୧୭୮ ଟ୍ରେନ୍‌: ଦେଖନ୍ତୁ କେଉଁ ଦିନ ବାତିଲ ହେଲା କେଉଁ ଟ୍ରେନ୍‌

ନୂଆଦିଲ୍ଲୀ : ବାତ୍ୟା ‘ଦାନା’ ପାଇଁ ବାତିଲ୍‌ ହେଲା ଟ୍ରେନ୍‌। ମୋଟ ୧୭୮ଟି ଟ୍ରେନ ବାତିଲ ହୋଇଛି। ୨୩, ୨୪ ଓ ୨୫ ତାରିଖ ମଧ୍ୟରେ ମୋଟ ୧୭୮ ଟ୍ରେନ୍‌ ବାତିଲ କରାଯାଇଛି। ସେଥିରେ ଅପ୍‌ ଟ୍ରେନ୍‌ ୮୫ ଥିବା ବେଳେ ଡାଉନ୍‌ ଟ୍ରେନ୍‌ ୯୩ଟି ରହିଛି। ରେଳ ବିଭାଗ ପକ୍ଷରୁ ଏ ନେଇ ଘୋଷଣା କରାଯାଇଛି।୨୩…

ଉଦ୍ୟାନକୃଷି ବିଭାଗ କାର୍ଯ୍ୟାଳୟରୁ ଚୋରୀ, ଜଣେ ଗିରଫ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ରାଳବ ଉଦ୍ୟାନ କୃଷି ବିଭାଗ କାର୍ଯ୍ୟାଳୟ ପରିସରରୁ ରବିବାର ବିଳମ୍ବିତ ରାତିରେ ଲୁଟ୍ ଘଟିଥିଲା। ଲୁଟେରା ଜଣଙ୍କ କାର୍ଯ୍ୟାଳୟ କବାଟ ତାଲା ଭାଙ୍ଗି କାର୍ଯ୍ୟାଳୟ ପରିସରରୁ ପାଣିପମ୍ପ ମୋଟର, ଲୁହା କଟର ସମେତ କିଛି ସାମଗ୍ରୀ ଲୁଟ୍ କରି ଫେରାର ହୋଇଯାଇଥିଲେ।‌…

ଜିଲ୍ଲାସ୍ତରୀୟ ଆର୍ତ୍ତଜାତୀୟ ଶିଶୁ କନ୍ୟା ଦିବସ – ୨୦୨୪ ପାଳିତ

ମାଲକାନଗିରି : ମାଲକାନଗିରି ସମଗ୍ର ଶିକ୍ଷା ଆନୁକୂଲ୍ୟରେ, ସ୍ଥାନୀୟ ଚାଲାଣଗୁଡ଼ାସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ, ଆଜି ଜିଲ୍ଲାସ୍ତରୀୟ ଆର୍ତ୍ତଜାତୀୟ ଶିଶୁ କନ୍ୟା ଦିବସ-୨୦୨୪ ଓ ଜିଲ୍ଲାସ୍ତରୀୟ କଳା ଉତ୍ସବ ପାଇଁ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ଏହାର ଉଦ୍‌ ଘାଟନୀ…

ବାଲିଗୁଡାରେ ସାଂସଦଙ୍କ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

ବାଲିଗୁଡା : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ରେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ ଙ୍କ ଜନ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବାଲିଗୁଡା ବିଜ୍ଞାପିତ ଅଞ୍ଚଳ ପରିଷଦର ୧୩ ନମ୍ବର ୱାର୍ଡ ର ସଭାଗୃହ ରେ ଅନୁଷ୍ଠିତ ଜନ ଶୁଣାଣୀ କାର୍ଯ୍ୟକ୍ରମ ରେ ସାଂସଦ ଙ୍କ ନଗର ପ୍ରତିନିଧି…

ଇସ୍ତଫା ଦେଲେ କନ୍ଧମାଳ ଜିଲ୍ଲା ବିଜେଡି ସଭାପତି…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ଅଙ୍ଗଦ କହଁର ଦଳର ସଭାପତି ପଦରୁ ଇସ୍ତଫା ଦେଇଛନ୍ତି । ଶ୍ରୀକହଁର ଗତ ୨୦୨୪ ମାର୍ଚ୍ଚ ରୁ ଜିଲ୍ଲା ବିଜେଡି ସଭାପତି ଦାୟିତ୍ୱରେ ଥିଲେ । ତେବେ ବୟସ ଦୃଷ୍ଟିରୁ ସ୍ବାସ୍ଥ୍ୟ ଗତ ସମସ୍ୟା ଦର୍ଶାଇ ସେ ଇସ୍ତଫା ଦେଇଥ‌ିବା…

ଦାରିଙ୍ଗବାଡି କଫି ବଗିଚା ଉନ୍ନତି କରଣ ନା ରେ ଲକ୍ଷାଧିକ ଟଙ୍କା ହରିଲୁଟ ଅଭିଯୋଗ : ତଦନ୍ତ ଦାବୀ

ଫୁଲବାଣୀ //ବାଲିଗୁଡା :, ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି କୁ ଯେପରି ଅଧିକ ରୁ ଅଧିକ ପର୍ଯ୍ୟଟକ ଆସିବେ ସେଥିପାଇଁ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ କଫି ବଗିଚା ର ଆଧୁନିକିକରଣ କରାଯଇଥିଲା l ଏଥିରେ କାଫେ ନିର୍ମାଣ ଓ ଶିଶୁ ଉଦ୍ୟାନ ଓ ଅନ୍ୟାନ୍ୟ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟ…

ମାଲ୍ୟବନ୍ତ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମାଲକାନଗିରି : ଡିସେମ୍ବର ୧୩ରୁ ୧୫ ତିନିଦିନ ବ୍ୟାପୀ ସ୍ଥାନୀୟ ଡିଏନକେ ଖେଳ ପଡିଆ ଠାରେ ଚଳିତ ବର୍ଷ ମାଲ୍ୟବନ୍ତ ମହୋତ୍ସବ-୨୦୨୪ ଅନୁଷ୍ଠିତ ହେବ। ଆଜି ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସଂସ୍କୃତି ପରିଷଦ ପକ୍ଷରୁ ମାଲ୍ୟବନ୍ତ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ବାତ୍ୟା ମୁକାବିଲା ପାଇଁ ସରକାର ସଂପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀ ଓ ସାଗର ଦୀପ ଭିତରେ ସ୍ଥଳ ଭାଗରେ ବାତ୍ୟା ଅତିକ୍ରମ କରିବାର ସମ୍ଭାବନା ରହିଛି। ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ । ବାତ୍ୟାର ମୁକାବିଲା ପାଇଁ ସରକାରଙ୍କ ବିଭିନ୍ନ ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି…