ବିଜେଡିର ଦ୍ୱିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା, ଚାଲିଛି ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ଵର: ଆଜିଠୁ ସାରା ରାଜ୍ୟରେ ବିଜେଡିର ଦ୍ଵିତୀୟ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା ଆରମ୍ଭ ହେବ। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦ୍ଵିତୀୟ ପର୍ଯ୍ୟାୟ ପଦଯାତ୍ରା ଚାଲିବ। ଅକ୍ଟୋବର ୨ ‘ଗାନ୍ଧୀ ଜୟନ୍ତୀ’ ଠାରୁ ଅକ୍ଟୋବର ୬ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଜନସମ୍ପର୍କ ପଦଯାତ୍ରା…

କାର୍ତ୍ତିକ ପ୍ରଥମ ସୋମବାର : ଶୈବପୀଠରେ ଭକ୍ତଙ୍କ ଭିଡ଼

ହିଞ୍ଜିିଳିକାଟୁ : ଧର୍ମ ଅର୍ଜନର ମାସ ତଥା ପବିତ୍ର କାର୍ତ୍ତିକ ମାସ ପ୍ରଥମ ସେମାବାର ଅବସରରେ ହିଞ୍ଜିଳିକାଟୁ ପୌରାଞ୍ଚଳ ସମେତ ନିକଟବର୍ତ୍ତି ଅଞ୍ଚଳର ଶୈବପୀଠ ଗୁଡ଼ିକରେ ଦିନତମାମ ଭକ୍ତଙ୍କ ଭିଡ଼ ଲାଗି ରହିଥିଲା । ପ୍ରାତଃହରୁ ଶୈବପୀଠ ଗୁଡ଼ିକରେ ମାର୍ଜଣା, ମଇଲମ, ସୂର୍ଯ୍ୟପୂଜା, ମଙ୍ଗଳ ଆଳତି…

୬୫ତମ ପୁଲିସ ଶହୀଦ୍ ସ୍ମୃତି ଦିବସ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀ ରିଜର୍ଭ ପୋଲିସ ପଡିଆ ଠାରେ ଜିଲ୍ଲା ପୋଲିସ ତରଫରୁ ୬୫ ତମ ପୁଲିସ ଶହୀଦ୍ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ହରିଶ ବି ସି ଯୋଗ ଦେଇ ସହୀଦ ସ୍ମୃତି ସ୍ମାରକାରୀରେ ପୁଷ୍ପଗୁଚ୍ଛ…

ନିଆରା ଢଙ୍ଗରେ ପର୍ବ ପର୍ବାଣୀ ପାଳନ କରନ୍ତି ପ୍ରଭାକର

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନୂଆସାହି ର ପ୍ରଭାକର ନାୟକ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ନିଜ ବାସ ଭବନରେ ମାଆ ଦୁର୍ଗା ଓ ଲଷ୍ମୀ ଙ୍କୁ ମହା ଆଡ଼ମ୍ବର ସହକାରେ ପୂଜା ପାଠ କରିଛନ୍ତି l ବାସଭବନରେ ବସ୍ତୁ ପୂଜା ଗୃହ ପୂଜା ନବଗ୍ରହ ପୂଜା କରିବା ସହିତ ହୋମ ଯଜ୍ଞ କରିଛନ୍ତି…

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ…

ଜିଲ୍ଲାର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ – ଜିଲ୍ଲାପାଳଜିରୋ କାଜୁଆଲିଟି ଉପରେ ଗୁରୁତ୍ବଛତ୍ରପୁର ତା.୨୧ .୧୦.୨୦୨୪ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ଯୋଗୁଁ ସମ୍ଭାବ୍ୟ ବାତ୍ୟାର ସମ୍ଭାବନା ରହିଛି । ଏଥି ସକାଶେ ଭାରତୀୟ…

ବିସିଜି(ଟିବି)ଟିକା ନେଇ ୫୦ରୁ ଊର୍ଦ୍ଧ୍ବ ଅସୁସ୍ଥ…

ବାଲିଗୁଡା , : ଯକ୍ଷ୍ମା (ଟିବି) ବିରୋଧରେ ଲଢ଼େଇ କରିବାକୁ ଦିଆଯାଉଥିବା ବିସିଜି ଟିକା ନେଇ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ୫୦ରୁ ଊର୍ଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଟିକା ନେବାର ୨/୩ ଦିନ ଯନ୍ତ୍ରଣା ପରେ ଏବେ ଟିକା ନେଇଥିବା ସ୍ଥାନରେ ହୋଇଥିବା ଘା' ସଂକ୍ରମଣ…

ଛତ୍ରପୁର ପୋଲିସ ପଡିଆ ଠାରେ ୬୫ ତମ ପୋଲସ ଶହୀଦ୍ ସ୍ମୃତି ଦିବସ ପାଳିତ…

ଛତ୍ରପୁର : ଜିଲ୍ଲା ସଦର ମହକୁମା ଛତ୍ରପୁର ପୋଲିସ ପୋଲିସ ପଡିଆ ଠାରେ ଗଞ୍ଜାମ ପୋଲିସ ଜିଲ୍ଲା ତରଫରୁ ୬୫ତମ ପୁଲିସ ଶହୀଦ୍ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ରଯୋଗ ଦେଇ ସହୀଦ୍ ସ୍ମୃତି ସ୍ମାରକାରୀରେ…

ଗଞ୍ଜାମ ଜିଲ୍ଲା ବାଲି ମାଫିଆ ମାନଙ୍କ ଅମରାବତୀ : ଖଣି-ପୋଲିସ-ରାଜସ୍ୱ ବିଭାଗ ର ଅପାରଗତା ଯୋଗୁଁ ମୁଣ୍ଡ ଗଡ଼ିବ..!

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଖଣି,ପୋଲିସ,ରାଜସ୍ୱ ବିଭାଗ ର ଛୁଟ ଏବେ ବାଲି ମାଫିଆ ମାନଙ୍କ ପାଇଁ ପୁଷ ମାସ ପାଲଟିଛି।ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ନଦୀ ବନ୍ଧ ଓ ରାସ୍ତା ନିର୍ମାଣ କରୁଛନ୍ତି। ବେଧଡ଼କ ଖୁଲାମ ଖୁଲା ଏବେ ଆସିକା ସୁନାମ୍ବ ସାହି ଦେଇ ସହ ସହ ହାଇୱା, ଟିପର ଓ…

କନ୍ଧମାଳ ଜିଲ୍ଲାରୁ ଟାଇକୋଣ୍ଡ ପ୍ରତିଯୋଗିତାରେ ରାଜ ନନ୍ଦିନୀଙ୍କୁ ଗୋଲ୍ଡ : ଜାତୀୟ ସ୍ତରକୁ ଉତ୍ତୀର୍ଣ୍ଣ

ଫୁଲବାଣୀ : ଜିଲ୍ଳା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡଙ୍ଗୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ଯ ସ୍ତରୀୟ କ୍ରୀଡା ପ୍ରତିଯୋଗୀତା ୨୦୨୪-୨୫ ପୁରୀ ଜିଲ୍ଲା ସ୍କୁଲ ପୁରୀ ଠାରେ ଅନୁଷ୍ଠିତ ହୋଇଥିଲା l ପ୍ରଥମ ଥର ପାଇଁ କୁସ୍ତି ଓ ଟାଇକୋଣ୍ଡ ପ୍ରତିଯୋଗିତାରେ କନ୍ଧମାଳ ଜିଲ୍ଲାର ପ୍ରତିଯୋଗୀମାନେ ଭାଗ…

ନଦୀ କୂଳରୁ ବୃଦ୍ଧାଙ୍କ ମରଶରୀର ଉଦ୍ଧାର

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ନାୟକଗୁଡା ପଞ୍ଚାୟତ ତମଗୁଡା ଗ୍ରାମର ନଦୀ କୂଳରୁ ବୃଦ୍ଧାଙ୍କ ମର ଶରୀର ଉଦ୍ଧାର କଲେ ମାଥିଲି ବ୍ଲକ ଅଧ୍ୟକ୍ଷ ମହେଶ କୁମାର ବାକା ଓ ନାୟକଗୁଡା ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀ ବାକାଙ୍କ ସ୍ୱାମୀ ଲଛିମ ବାକା। ସୂଚନା ଅନୁଯାୟୀ ନାୟକଗୁଡା…