ଗଞ୍ଜେଇ ଚୋରାଚାଲାଣ ବେଳେ ମାଡିବସିଲା ପୋଲିସ, ୧ଗିରଫ ୭ଫେରାର
ମାଲକାନଗିରି : ମାଲକାନଗିରି ଥାନାସ୍ଥ ପଦ୍ମଗିରି ପଞ୍ଚାୟତ ଛତିଶଗଡ଼ ସୀମାନ୍ତ କୁ ଲାଗିଥିବା ତଣ୍ଡାପାଲି ଗ୍ରାମ ଜଙ୍ଗଲ ରେ କିଛି ଗଞ୍ଜେଇ ଚୋରା ବେପାରୀ ଛତିଶଗଡ଼ କୁ ଚୋରା ଚାଲାଣ ନିମନ୍ତେ ଗଞ୍ଜେଇ ପ୍ୟାକିଙ୍ଗ କରୁଥିବାର ପୁଲିସ ଖବର ଚଢ଼ାଉ କରି ୭୫କେଜି ଗଞ୍ଜେଇ,ପ୍ରେସ ମେସିନ ଓ ଜ୍ୟାକ!-->…