ଶ୍ରୀମନ୍ଦିରରେ ବରିଷ୍ଠ ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ : ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

ମୁମ୍ବାଇ ନିବେଶକ ସମ୍ମିଳନୀର ଦ୍ୱିତୀୟ ଦିନ; ବିର୍ଲା ଗ୍ରୁପ୍‌‌ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ମୁମ୍ବାଇ: ମୁମ୍ବାଇରେ ଚାଲିଥିବା ନିବେଶକ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ। ଦେଶର ପ୍ରମୁଖ ଉଦ୍ୟୋଗୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ପ୍ରଥମ ସେସନରେ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ ଶ୍ରୀ କୁମାର ମଙ୍ଗଲମ୍‌‌ ବିର୍ଲା ଓ ପାର୍ଲେ ଆଗ୍ରୋ ସିଇଓ ଏବଂ…

କ୍ରିକେଟ୍‌ ବଲ୍‌ ଆଣିବାକୁ ଯାଇ କେନାଲ୍‌ରେ ବୁଡ଼ିଗଲେ ୩ ସାଙ୍ଗ

ବାରିପଦା : କ୍ରିକେଟ୍‌ ବଲ୍‌ ଆଣିବାକୁ ଯାଇ ସୁବର୍ଣ୍ଣରେଖା କେନାଲ୍‌ରେ ବୁଡ଼ିଗଲେ ୩ ସାଙ୍ଗ। ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି। ୩ ସାଙ୍ଗଙ୍କ ବୟସ ୧୨ରୁ ୧୪ ବର୍ଷ ହେବ।ସାରସକଣା ବ୍ଲକ୍‌ ନୂଆଗାଁର ଶ୍ରୀୟାଂଶୁ ସାହୁ, ମଦନ ସାହୁ ଓ ସାଇଶଙ୍କର ସାହୁ…

ରୁଦ୍ର ହସ୍ପିଟାଲ ନାଁରେ ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା; ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ

କଟକ : କଟକ ରୁଦ୍ର ହସ୍ପିଟାଲ ବିରୋଧରେ ହୋଇଥିବା ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା ପ୍ରମାଣିତ ହୋଇଛି। କନ୍ଧମାଳର ବାବୁଲା ଦିଗାଳଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କୌଣସି ଅଙ୍ଗ ଚୋରି ହୋଇନାହିଁ ସମସ୍ତ ଅଙ୍ଗ ଯଥା ସ୍ଥାନରେ ଥିବା ସ୍ପଷ୍ଟ ହୋଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆଧାରରେ…

ଭୁଲ ଚିକିତ୍ସା ଯୋଗୁଁ ରୋଗୀ ମୃତ୍ୟୁ ଅଭିଯୋଗ; ନର୍ସିଂହୋମ ବିରୋଧରେ ତଦନ୍ତ ନିର୍ଦ୍ଦେଶ

ବଲାଙ୍ଗୀର : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ଜୀବନ ଜ୍ୟୋତି ହସ୍ପିଟାଲ ବିରୋଧରେ ହେବ ତଦନ୍ତ। ଭୁଲ ଚିକିତ୍ସା ଯୋଗୁଁ ମିତା ବେହେରା ନାମ୍ନୀ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନର୍ସିଂହୋମ କର୍ତ୍ତୃପକ୍ଷଙ୍କ ଅବହେଳା…

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ

ଭୁବନେଶ୍ବର : ପରିବର୍ତ୍ତନ ହେବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ। ଏହାବଦଳରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନାଁ ରଖାଯାଇ ଯୋଜନା ଚାଲିବ ବୋଲି ପଞ୍ଚାୟତରାଜ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି। ଏହି ଯୋଜନାରେ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ, ପଞ୍ଚାୟତ ପ୍ରତିନିଧିଙ୍କୁ କ୍ଷମତା…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ,୨୩ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ…

ବାଣ ଭିଡୁଥିଲେ ଦଶମ ଶ୍ରେଣୀ ଛାତ୍ର; ହେଲା ଭୟଙ୍କର ବିସ୍ଫୋରଣ

ଖଲ୍ଲିକାଟ : ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରମାନେ ବାଣ ଭିଡୁଥିଲେ। ହଠାତ୍‌ ବିସ୍ଫୋରଣ ହୋଇଥିଲା। ଯେଉଁଥିରେ ୬ ଜଣ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଦୀପାବଳି ପୂର୍ବରୁ ଏପରି ଭୟଙ୍କର ବିସ୍ଫୋରଣ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅଞ୍ଚଳରେ ଘଟିଛି।ଖଲ୍ଲିକୋଟ ଥାନା ମାଣିକପୁର ଗାଁ ନୂଆ…

୨୦୨୨ ଓଏଏସ ପରୀକ୍ଷା ଫଳ ପ୍ରକାଶିତ, ଶ୍ୱେତାଶ୍ରୀ ଟପ୍ପର

ଭୁବନେଶ୍ବର : ଆଜି ପ୍ରକାଶ ପାଇଲା ୨୦୨୨ ମସିହାର ଓଏଏସ୍‌ ରେଜଲ୍ଟ। ମୋଟ୍‌ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଟପ୍‌ ଟେନ୍‌ରେ ୫ ମହିଳା ଓ ୫ ପୁରୁଷ ରହିଛନ୍ତି। ଶ୍ୱେତାଶ୍ରୀ ମହାପାତ୍ର ଓଏଏସ୍‌ ଟପ୍ପର ହୋଇଛନ୍ତି।ଦ୍ୱିତୀୟ ସ୍ଥାନରେ ପ୍ରିଙ୍କିଲ ପରବୀନ ପରିଡ଼ା, ତୃତୀୟ ସ୍ଥାନରେ…

ଆୟୁଷ୍ମାନ ଭାରତ ଯୋଜନାରେ ୧୭୦ ଆୟୁର୍ବେଦ ପ୍ୟାକେଜ ଅନ୍ତର୍ଭୁକ୍ତ

ନୂଆଦିଲ୍ଲୀ : ଆୟୁଷ ମନ୍ତ୍ରଣାଳୟ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ପ୍ରତାପ ରାଓ ଜାଧବଙ୍କର ୧୦୦ ଦିନ କାର୍ଯ୍ୟକାଳରେ ଉଲ୍ଲେଖନୀୟ ଅଗ୍ରଗତି କରିଛି। ୧୦୦୫ଟି ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ ଆୟୁଷ ଏଣ୍ଟ୍ରି ଲେବେଲ ସାର୍ଟିଫିକେଟ୍ ମିଳିବା ସହିତ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ…