ଭୋଜଶାଳା ବିବାଦକୁ ନେଇ ସୁପ୍ରିମକୋର୍ଟ ଶୁଣାଣି, ନମାଜ ପଢିବା ପାଇଁ ମୁସଲିମଙ୍କୁ ମିଳିବ ଅଲଗା ଜାଗା
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଧାର ସ୍ଥିତ ଭୋଜଶାଳା ପରିସରର ଧାର୍ମିକ ପରିଚୟ ସମ୍ପର୍କରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରୁଛନ୍ତି । ସୁପ୍ରିମକୋର୍ଟ କହିଛନ୍ତି ଯେ, ହିନ୍ଦୁ ଏବଂ ମୁସଲିମ ଉଭୟ ପକ୍ଷଙ୍କ ଅଧିକାରକୁ କ୍ଷତି ନ ପହଞ୍ଚାଇ ଆଖପାଖରେ ଥିବା କିଛି ଅଞ୍ଚଳକୁ!-->…