ଶିଳ୍ପ ତାଲିମ ଅନୁଷ୍ଠାନର ସମାବର୍ତ୍ତନ ଉତ୍ସବ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ବ୍ଳକ ପୋଚିଲିମା ସ୍ଥିତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ସମାବର୍ତ୍ତନ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଆଇଟିଆଇ ଅଧ୍ୟକ୍ଷା ମୁକ୍ତିରାଣୀ ସାମନ୍ତଙ୍କ ତତ୍ତ୍ଵାବଧାନରେ ଶିଳ୍ପ ତାଲିମ ଅନୁଷ୍ଠାନ ପରିସରରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ…

ସୁତୁଲି ବାଣ ତିଆରି ବେଳେ ବିସ୍ଫୋରଣ, ୫ ଜଣ ଦଶମ ଶ୍ରେଣୀ ଛାତ୍ର ଗୁରୁତର

ଖଲ୍ଲିକୋଟ : ବାଣ ତିଆରି ବେଳେ ବିସ୍ଫୋରଣ । ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ମାଣିକପୁର ଗାଁରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା ।ସୂଚନାଯୋଗ୍ୟ ଯେ, ମାଣିକପୁର ଗାଁର ୧୦ମ ଶ୍ରେଣୀର ୫ ଜଣ ଛାତ୍ର…

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର, ଉପଶମ ଦେବ ଔଷଧୀୟ ଚା’

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର। ଏଣିକି ରୋଗରୁ ଉପଶମ ଦେବ ଏକ ସ୍ୱତନ୍ତ୍ର ଚା'। ଯାହାକୁ ପିଇଲେ ଆପଣ ଚା’ର ମଜା ଉଠାଇବା ସହ ଏହାର ଔଷଧୀୟ ଗୁଣ ଆପଣଙ୍କ ଶରୀର ପାଇଁ ସାଜିବ ରାମବାଣ। କେବଳ ମଧୁମେହ ରୋଗ ପାଇଁ ନୁହେଁ ହୃଦରୋଗ ସମେତ କିଡନୀ, ହୃଦରୋଗ ଓ ଗଣ୍ଠିବାତ ସମସ୍ୟା ପାଇଁ ବି ଏହା ହେବ…

ବେଦାନ୍ତ ଓଡ଼ିଶାରେ ଆଉ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ : ସୃଷ୍ଟି ହେବ ୨ ଲକ୍ଷ ନୂଆ ନିଯୁକ୍ତି

ମୁମ୍ବାଇ, : ବେଦାନ୍ତ ଗତ ଦୁଇ ଦଶନ୍ଧି ଧରି ଓଡ଼ିଶାର ଅଂଶୀଦାର ହୋଇ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିବା ସହିତ ରାଜ୍ୟରେ ଏକ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି କରିଥିବାବେଳେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବ । ବେଦାନ୍ତ ଟେଣ୍ଡର ମାଧ୍ୟମରେ ସିଜିମାଳି…

‘କଂଗ୍ରେସ ନୁହେଁ, ବିଜେପିରେ ମିଶିବ ବିଜେଡି’

ଭୁବନେଶ୍ବର : ବିଜେଡି ଆଉ ବେଶୀ ଦିନ ରହିବ ନାହିଁ। ସେହି ଦଳ ଭାଙ୍ଗିଯିବ। କଂଗ୍ରେସ ନୁହେଁ, ବିଜେପିରେ ମିଶିବ ବିଜେଡି। ଆଜି ଏମିତି ଚାଞ୍ଚଲ୍ୟକର ବୟାନ୍‌ ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ।ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ନାଏକ କହିଛନ୍ତି, ବିଜେଡି ଆଉ ବେଶୀ ଦିନ ରହିବ…

କେନ୍ଦ୍ରାପଡାର ପୂର୍ବତନ ବିଧାୟକଙ୍କ ପରଲୋକ

କେନ୍ଦ୍ରାପଡା : କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ…

ଶ୍ରୀମନ୍ଦିରରେ ବରିଷ୍ଠ ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ : ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବିତ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ…

ମୁମ୍ବାଇ ନିବେଶକ ସମ୍ମିଳନୀର ଦ୍ୱିତୀୟ ଦିନ; ବିର୍ଲା ଗ୍ରୁପ୍‌‌ ସିଇଓଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ମୁମ୍ବାଇ: ମୁମ୍ବାଇରେ ଚାଲିଥିବା ନିବେଶକ ସମ୍ମିଳନୀର ଆଜି ଦ୍ୱିତୀୟ ଦିନ। ଦେଶର ପ୍ରମୁଖ ଉଦ୍ୟୋଗୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ପ୍ରଥମ ସେସନରେ ଆଦିତ୍ୟ ବିର୍ଲା ଗ୍ରୁପର ଚେୟାରମ୍ୟାନ ଶ୍ରୀ କୁମାର ମଙ୍ଗଲମ୍‌‌ ବିର୍ଲା ଓ ପାର୍ଲେ ଆଗ୍ରୋ ସିଇଓ ଏବଂ…

କ୍ରିକେଟ୍‌ ବଲ୍‌ ଆଣିବାକୁ ଯାଇ କେନାଲ୍‌ରେ ବୁଡ଼ିଗଲେ ୩ ସାଙ୍ଗ

ବାରିପଦା : କ୍ରିକେଟ୍‌ ବଲ୍‌ ଆଣିବାକୁ ଯାଇ ସୁବର୍ଣ୍ଣରେଖା କେନାଲ୍‌ରେ ବୁଡ଼ିଗଲେ ୩ ସାଙ୍ଗ। ଆଜି ଅପରାହ୍ନରେ ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି। ୩ ସାଙ୍ଗଙ୍କ ବୟସ ୧୨ରୁ ୧୪ ବର୍ଷ ହେବ।ସାରସକଣା ବ୍ଲକ୍‌ ନୂଆଗାଁର ଶ୍ରୀୟାଂଶୁ ସାହୁ, ମଦନ ସାହୁ ଓ ସାଇଶଙ୍କର ସାହୁ…

ରୁଦ୍ର ହସ୍ପିଟାଲ ନାଁରେ ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା; ବ୍ୟବଚ୍ଛେଦ ରିପୋର୍ଟରେ ସ୍ପଷ୍ଟ

କଟକ : କଟକ ରୁଦ୍ର ହସ୍ପିଟାଲ ବିରୋଧରେ ହୋଇଥିବା ଅଙ୍ଗ ତସ୍କରୀ ଅଭିଯୋଗ ମିଥ୍ୟା ପ୍ରମାଣିତ ହୋଇଛି। କନ୍ଧମାଳର ବାବୁଲା ଦିଗାଳଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କୌଣସି ଅଙ୍ଗ ଚୋରି ହୋଇନାହିଁ ସମସ୍ତ ଅଙ୍ଗ ଯଥା ସ୍ଥାନରେ ଥିବା ସ୍ପଷ୍ଟ ହୋଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆଧାରରେ…