ଭୁଲ ଚିକିତ୍ସା ଯୋଗୁଁ ରୋଗୀ ମୃତ୍ୟୁ ଅଭିଯୋଗ; ନର୍ସିଂହୋମ ବିରୋଧରେ ତଦନ୍ତ ନିର୍ଦ୍ଦେଶ
ବଲାଙ୍ଗୀର : ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ଜୀବନ ଜ୍ୟୋତି ହସ୍ପିଟାଲ ବିରୋଧରେ ହେବ ତଦନ୍ତ। ଭୁଲ ଚିକିତ୍ସା ଯୋଗୁଁ ମିତା ବେହେରା ନାମ୍ନୀ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନର୍ସିଂହୋମ କର୍ତ୍ତୃପକ୍ଷଙ୍କ ଅବହେଳା!-->…