ସହିଦଙ୍କ ପ୍ରତିମୂର୍ତ୍ତି ଭଙ୍ଗା ଘଟଣାରେ ପ୍ରତିବାଦ ସଭା, ଘଟଣାସ୍ଥଳରେ ପଶ୍ଚିମବଙ୍ଗର ରାଷ୍ଟ୍ରମନ୍ତ୍ରୀ
କେନ୍ଦୁଝର : ଇତିହାସ ପ୍ରସିଦ୍ଧ ଚୁହାଳ ବିଦ୍ରୋହର ମହାନାୟକ ତଥା ଭାରତର ପ୍ରଥମ ସ୍ୱାଧୀନତା ସଂଗ୍ରାମୀ ସହିଦ ରଘୁନାଥ ମାହାତୋଙ୍କ ପାଟଣା ବ୍ଲକର ଧାନବେଣି ବୈତରଣୀ ତଟସ୍ଥିତ ପ୍ରତିମୂର୍ତ୍ତିକୁ କୌଣସି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଖବର ପାଇ ଆଦିବାସୀ କୁଡୁମି ସମାଜର କର୍ମକର୍ତ୍ତା!-->…