ନୋଟାରୀଙ୍କ ନିକଟରେ ହୋଇଥିବା ବିବାହ ଓ ବିଚ୍ଛେଦ ସଂକ୍ରାନ୍ତ ଦଲିଲ ଅବୈଧ, ବିଧିବଦ୍ଧ ବିଜ୍ଞପ୍ତି ଜାରି
କଟକ: ବିବାହ ହେଉଛି ଏକ ଏଭଳି ବନ୍ଧନ ଯାହା କେବଳ ଦୁଇ ଜଣଙ୍କୁ ସଂଯୋଗ କରେ ନାହିଁ ବରଂ ସମାଜ, ପରିବାର ଏବଂ ସଂସ୍କୃତି ପାଇଁ ମଧ୍ୟ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ସମାଜରେ ବିବାହର ଗୁରୁତ୍ୱ ଅନେକ ସ୍ତରରେ ରହିଛି । ବିବାହ ହେଉଛି ଏକ ସାମାଜିକ ଅନୁଷ୍ଠାନ ଯାହା ସମାଜର ଗଠନକୁ ଦୃଢ!-->…