ଓଡିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲ୍ଲା ଶାଖାପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଏବଂ…
ଛତ୍ରପୁର : ଆଶା କର୍ମଚାରୀ ଗ୍ରାମାଞ୍ଚଳ ତଥା ସହରାଞ୍ଚଳର ଲୋକଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସୂଚନା ସର୍ବେକ୍ଷଣ, ଟୀକାକରଣ, ପରିମଳ, ମାତୃ ଓ ଶିଶୁ ଯତ୍ନ , ଔଷଧ ବିତରଣ, ସହିତ ଅନ୍ୟାନ୍ୟ ଆନୁଷଙ୍ଗିକ କାର୍ଯ୍ୟ କରୁଥିବା ବେଳେ ସେମାନଙ୍କ ପାଇଁ କୌଣସି ସମ୍ମାନ ଜନକ ସ୍ଥାୟୀ ବେତନ ଓ ଭତ୍ତା!-->…