କନଷ୍ଟେବଲଙ୍କ ପାପୁଲି ଛିଡ଼ାଇଥିଲେ; ପୁଲିସ କଲା ଏନକାଉଣ୍ଟର
ସମ୍ବଲପୁର : କନଷ୍ଟେବଲଙ୍କ ପାପୁଲି ଛିଡ଼ାଇ ଦେଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁଲିସ। ଅଭିଯୁକ୍ତ ଜଣଙ୍କ ହେଲେ କମଲୁ ପ୍ରଧାନ। ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି। କମଲୁକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲାରେ।ଗତ ୪ ତାରିଖରେ ସମ୍ବଲପୁର ଜିଲ୍ଲା!-->…