ଓଡ଼ିଆ ପକ୍ଷ ଅବସରରେ ଏକ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ମାନ୍ୟବର ବିଧାୟକଙ୍କ ଦ୍ୱାରା ଶୁଭାରମ୍ଭ…
ବ୍ରହ୍ମପୁର :ତା. ୦୫.୦୪.୨୦୨୬ ସକାଳ ୬:୩୦ ସମୟରେ ଓଡ଼ିଆ ପକ୍ଷ ଅବସରରେ ଏକ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ମାନ୍ୟବର ବିଧାୟକଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଥିଲା। ଏହି ଗଣଦୌଡ ମହାତ୍ମା ଗାନ୍ଧୀ ଷ୍ଟାଡିୟମ୍ ଠାରୁ ଆରମ୍ଭ ହୋଇ ଖଲ୍ଲିକୋଟ କଲେଜ ପର୍ଯ୍ୟନ୍ତ ଯାଇ ପୁନର୍ବାର ଷ୍ଟାଡିୟମ୍କୁ!-->…