ପୂର୍ବତନ ବିଧାୟକ ଧନେଶ୍ୱର ମାଝୀଙ୍କ ପରଲୋକ
ଭୁବନେଶ୍ବର : ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା। କେସିଙ୍ଗା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ଆଜି ସକାଳେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର!-->…