ରାଜ୍ୟ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ୨୦ଲକ୍ଷ ଟଙ୍କାକୁ ବୃଦ୍ଧି, ପିଛିଲା ଭାବେ ୨୦୨୪ ଜାନୁୟାରୀ ୧ରୁ ଲାଗୁ
ଭୁବନେଶ୍ବର : ରାଜ୍ୟ ସରକାରୀ କର୍ମଚାରୀମାନଙ୍କୁ ଆଜି ଦଶହରା ପୂଜା ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ କର୍ମଚାରୀମାନଙ୍କ ଅବସରକାଳୀନ ଗ୍ରାଚ୍ୟୁଇଟି ସୀମା ୧୫ଲକ୍ଷ ଟଙ୍କାରୁ ୨୦ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏହା ପିଛିଲା ଭାବେ ୨୦୨୪ ଜାନୁୟାରୀ ପହିଲାରୁ ଲାଗୁ!-->…