ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ
ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ । ସୁବର୍ଣ୍ଣପୁର ଜିଲ୍ଲା ତେଲ ଜଳସେଚନ ପ୍ରକଳ୍ପର ନିର୍ବାହୀ ଯନ୍ତ୍ରୀ ଜିତେନ୍ଦ୍ର ପାଢ଼ୀ ଆଜି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଜଣେ ଠିକାଦାରଙ୍କ ଠାରୁ ବକେୟା ବିଲ କରିବା ପାଇଁ ସେ ୪୬ ହଜାର ଟଙ୍କା ନେବାବେଳେ ଭିଜିଲାନ୍ସ ହାତରେ!-->…