କନ୍ଧମାଳରୁ ପ୍ରଥମ ଥର ପାଇଁ ଆଇଟିସି କିଣିଲା ହଳଦୀ
■ଜୈବିକ ପଦ୍ଧତିରେ ହଳଦୀ ଚାଷ କରି ଲାଭବାନ୍ ହେଲେ ମହିଳା ■ କମ୍ପାନୀ ଦ୍ବାରା ଦେଶ ବିଦେଶରେ ପହଞ୍ଚିବ ହଳଦୀକନ୍ଧମାଳ : କନ୍ଧମାଳ ଜିଲାରୁ ପ୍ରଥମ ଥର ପାଇଁ ଦେଶର ଏକ ବଡ଼ ବ୍ୟବସାୟିକ ଅନୁଷ୍ଠାନ କନ୍ଧମାଳ ହଳଦୀ କୁ ଉଚ୍ଚ ଦରରେ କ୍ରୟ କରି ଚାଷୀଙ୍କ ମନରେ ଆଶା ସଞ୍ଚାର କରିଛି। ହଳଦୀ ଚାଷୀମାନେ!-->…