ବେଲପଦର ଆଦର୍ଶ ବିଦ୍ୟାଳୟରେ ନବମ ଶ୍ରେଣୀ ଛାତ୍ରଙ୍କୁ ମାନସିକ ଚାପ : ସାଧାରଣ ଘଟଣାରୁ ଛାତ୍ରକୁ ରଷ୍ଟିକେଟ ଧମକ

ଫୁଲବାଣୀ : ସରକାର ବିଶେଷ କରି ଉତ୍ତମ ଇଂରାଜୀ ଶିକ୍ଷା ପାଇବା ପାଇଁ ପିଲାମାନଙ୍କୁ ଆଦର୍ଶ ବିଦ୍ୟାଳୟର ବ୍ୟବସ୍ଥା କରିଛନ୍ତି l ହେଲେ ଏହି ବିଦ୍ୟାଳୟ ଦାୟିତ୍ୱରେ ଥିବା ପ୍ରଧାନଶିକ୍ଷକ ଓ ଶ୍ରେଣୀ ଶିକ୍ଷକଙ୍କ ମନମୁଖୀ କାରବାର, ଦୁର୍ନୀତିପୂର୍ଣ୍ଣ ମନୋଭାବ ଯୋଗୁଁ ଛାତ୍ର ମାନଙ୍କ ଉପରେ ମାନସିକ…

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ବର: ଆସନ୍ତାକାଲି ସଂଧ୍ୟାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଘରୋଇ ବସ୍ ଚଳାଚଳ ବନ୍ଦ ଡାକରା ଦିଆଯାଇଛି । କାଲି ସଂଧ୍ୟା ୭ଟାରୁ ୮ ତାରିଖ ସଂଧ୍ୟା ପର୍ଯ୍ୟନ୍ତ ଘରୋଇ ବସ୍ ମାଲିକ ସଂଘ ବନ୍ଦ ଡାକରା ଦେଇଛି । ପୁଣି ଥରେ ଲକ୍ଷ୍ମୀ ବସକୁ ରାଜ୍ୟ ସରକାର ବ୍ଲକ ଠାରୁ…

ଓଏସଏସସି ପରିଚାଳିତ ଷ୍ଟାଟିଷ୍ଟିକାଲ୍ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ

ବାଲେଶ୍ବର: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ। ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରେ ତ୍ରୁଟି ହୋଇଥିବା ଅଭିଯୋଗ ହୋଇଛି । ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ। ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍ ସିଲ୍…

ମଞ୍ଚ ଉପରେ ‘ରାମ’ଙ୍କୁ ହାର୍ଟ ଆଟାକ୍‌, ଟଳି ପଡ଼ିଲେ

ମଞ୍ଚସ୍ଥ ହେଉଥିଲା ରାମାୟଣ। ମଞ୍ଚ ଉପରେ ଠିଆ ହୋଇ ଡାଏଲଗ କହୁଥିଲେ 'ରାମ'। ହେଲେ ଅଧରେ ଅଟକି ଗଲେ। ଦେଖୁ ଦେଖୁ ହଠାତ୍‌ ସେ ଟଳି ପଡିଲେ। ହାର୍ଟ ଆଟାକ୍‌ରେ ଚାଲିଗଲା ତାଙ୍କ ପ୍ରାଣ। ଏଭଳି କିଛି ଘଟଣା ଘଟିଛି ଦିଲ୍ଲୀରେ। ଦିଲ୍ଲୀର ଶାହାଦରା ଅଞ୍ଚଳର ବିଶ୍ୱକର୍ମା ନାଗରରେ ରାମଲୀଲା…

‘କାମ ଦେଉନି ଡବଲ ଇଞ୍ଜିନ, ପୁଣି ବିଜେଡିକୁ ଫେରିବେ ଜନତା’

ଭୁବନେଶ୍ବର: ରାଜ୍ୟରେ ଡବଲ ଇଞ୍ଜିନ କାମ ଦେଉନାହିଁ । ଲୋକଙ୍କ ସମସ୍ୟାରେ ମୁହଁ ଫିଟାଉନାହାନ୍ତି ସରକାର । ତେଣୁ ଓଡିଶାର ଲୋକେ ବିଜେଡିକୁ ଭୋଟ ଦେବାକୁ ସ୍ଥିର କରିସାରିଲେଣି ବୋଲି ଦାବି କରିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି । ଖାଲି ସେତିକି ନୁହେଁ, ପିଜେପି ଯାହା…

କୋଲକାତା ଲଜ୍ଜା: ଆମରଣ ଅନଶନରେ ଜୁନିଅର ଡାକ୍ତର

କୋଲକାତା ଆରଜି କର ମେଡିକାଲ କଲେଜର ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଜୁନିଅର ଡାକ୍ତରମାନେ ଏବେ ଆମରଣ ଅନଶନ ଆରମ୍ଭ କରିଛନ୍ତି। ମମତା ସରକାର ପ୍ରତିଶ୍ରୁତି ଦେବା ପରେ ମଧ୍ୟ ସେମାନଙ୍କ ଦାବି ପୂରଣ କରିନାହାଁନ୍ତି ବୋଲି ସେମାନେ ଅଭିଯୋଗ ଆଣିଛନ୍ତି। ଶୁକ୍ରବାର…

ମହଙ୍ଗା ପଡିଲା ଦାଦାବଟି ମାଗିବା, ପୁଣି ଗିରଫ ହେଲା ରଘୁଆ

ଭୁବନେଶ୍ଵର: ରାଜଧାନୀ ରାଜରାସ୍ତାରେ ଦାଦା ମାନଙ୍କର ଦାଦାଗିରି । ଦାଦାବଟି ନ ଦେବାରୁ ଲୋକଙ୍କୁ ଦେଖାଉଛନ୍ତି ନାଲିଆଖି । ଜେଲରୁ ଫେରି ଦାଦାବଟି ମାଗୁଥିବା ଦାଦାକୁ ଗିରଫ କରିଛି ଏୟାରଫିଲ୍ଡ ଥାନା ପୋଲିସ । ସିସିଟିଭି ଆଧାରରେ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଛି ପୋଲିସ । ସୂଚନା…

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ରାଗିଂ ଘଟଣା: ୧୭ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟରେ ରାଗିଂ ଘଟଣା । ୧୭ ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ । ରାଗିଂ ଘଟଣାରେ ସଂପୃକ୍ତ ୪ଜଣ ହଷ୍ଟେଲରୁ ବିଦା ହୋଇଥିବା ବେଳେ ୧୩ ଜଣ ଛାତ୍ରଙ୍କୁ ହଜାର ଟଙ୍କା ଜୋରିମାନା ସହ ଅଣ୍ଡରଟେକିଂ ଦାଖଲ କରିବାକୁ କୁହାଯାଇଛି। ଏନେଇ ସୂଚନା ଦେଇଛନ୍ତି…

ତିରୁପତି ପ୍ରସାଦରୁ ବାହାରିଲା ପୋକ!

ତିରୁପତି ତିରୁମାଲା ମନ୍ଦିରର ପ୍ରସାଦକୁ ନେଇ ଥମୁନି ବିବାଦ। ଏଠାରେ ଲଡ଼ୁରେ ଅପମିଶ୍ରିତ ଘିଅ ଓ ପଶୁ ଚର୍ବି ମିଶା ଯାଉଥିବା ନେଇ ବିବାଦ ଥମି ନଥିବା ବେଳେ ଏବେ ଏହାର ପ୍ରସାଦରୁ ବାହାରିଛି ପୋକ। ଏଭଳି କିଛି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଜଣେ ଭକ୍ତ। ତେବେ ଏହି ଅଭିଯୋଗକୁ ତିରୁମାଲା ତିରୁପତି…

ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ

ପୁରୀ: ଆଜିଠୁ ହବିଷ୍ୟାଳୀ ବ୍ରତ ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ । http://edistrict.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ ହବିଷ୍ୟାଳୀ ମାନେ । ଅକ୍ଟୋବର ୧୧ ପର୍ଯ୍ୟନ୍ତ ଜାରି ରହିବ ଆବେଦନ ପ୍ରକ୍ରିୟା । ଅକ୍ଟୋବର ୧୮ରୁ ହବିଷ୍ୟାଳୀ ବ୍ରତ ଆରମ୍ଭ । ଏଥର ପ୍ରାୟ ଅଢ଼େଇ ହଜାର…