ମସ୍ଜିଦ ଉପରେ ଏୟାରଷ୍ଟ୍ରାଇକ୍, ୨୪ ମୃତ
ପୁଣି ଥରେ ଗାଜାରେ ଏୟାରଷ୍ଟ୍ରାଇକ୍ ଆରମ୍ଭ କରିଛି ଇସ୍ରାଏଲ। ରବିବାର ଗାଜାର ଏକ ମସଜିଦ ଉପରେ ଇସ୍ରାଏଲ ରକେଟ୍ ମାଡ଼ କରିଛି। ଏଥିରେ ଅତିକମ୍ରେ ୨୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ଅନେକ ଆହତ ହୋଇଛନ୍ତି। ଇସ୍ରାଏଲ ଓ ହମାସ ଯୁଦ୍ଧକୁ ଏକ ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ ଏହି!-->…