ଚାଷୀ ମାନଙ୍କର ଜମି କୁ ଜଳସେଚନ ସମସ୍ୟାର ସମାଧାନ ଲାଗି ସ୍ଵପ୍ନେଶ୍ଵର କୃଷକ ସଂଘର ଦାବୀ
ଛତ୍ରପୁର, : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଅଞ୍ଚଳ ଚାଷୀ ମାନଙ୍କର ଜମିକୁ ଜଳସେଚନ ସମସ୍ୟାର ସମାଧାନ ଓ ଅସାଧୁ ବ୍ୟକ୍ତିଙ୍କ ଅକ୍ତିଆରରେ ଥିବା ନାଳ ଓ ସରକାରୀ ଜମିକୁ ଉଦ୍ଧାର କରିବା ସକାଶେ ଶ୍ରୀ ଶ୍ରୀ ସ୍ୱପ୍ନେଶ୍ୱର କୃଷକ ସଂଘ ପକ୍ଷରୁ ଓଡିଶା ର ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଗଞ୍ଜାମ!-->…