ଓଡ଼ିଶାରେ ଅଛନ୍ତି ୬୯୬ କଲରାପତରିଆ
ଭୁବନେଶ୍ବର : ଓଡ଼ିଶାରେ ଅଛନ୍ତି ମୋଟ୍ ୬୯୬ କଲରାପତରିଆ। ରାଜ୍ୟର ପ୍ରଥମ କଲରାପତରିଆ ଗଣନା ରିପୋର୍ଟରୁ ଆସିଛି ଏହି ତଥ୍ୟ। ଚଳିତ ଥର ନିଜସ୍ୱ କଲରାପତରିଆ ଗଣନା କରିଛି ବନ ବିଭାଗ। NTCA ରିପୋର୍ଟ ଅନୁସାରେ ୨୦୨୨ରେ ଓଡ଼ିଶାର ବିଭିନ୍ନ ଜଙ୍ଗଲରେ ୫୬୮ଟି କଲରାପତରିଆ ରହିଥିଲେ। ୨୦୧୮ରେ କଲରାପତରିଆ!-->…