ବ୍ରହ୍ମପୁରରେ “ସ୍ୱଚ୍ଛତା ହିଁ ସେବା” ମାଧ୍ୟମରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ
ବ୍ରହ୍ମପୁର, ୨/୧୦ : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ "ସ୍ୱଚ୍ଛତା ହିଁ ସେବା" ମାଧ୍ୟମରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ ବ୍ରହ୍ମପୁର ଗାନ୍ଧୀନଗର ଛକ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି "ସ୍ୱଚ୍ଛ ଭାରତ ଅଭିଯାନ" ଦଳର ବରିଷ୍ଠ ନେତା!-->…