କନ୍ଧମାଳରେ ଆନ୍ତଜାର୍ତୀୟ ବୟସ୍କ ବ୍ୟକ୍ତିଙ୍କ ଦିବସ ପାଳିତ
କନ୍ଧମାଳ : କନ୍ଧମାଳ ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ ଫୁଲବାଣୀ ସ୍ଥିତ ଗାନ୍ଧୀ ସ୍ମୃତି ଭବନରେ ଆନ୍ତର୍ଜାତୀୟ ବୟସ୍କ ବ୍ୟକ୍ତିଙ୍କ ଦିବସ -୨୦୨୪ ମହାସମାରୋହରରେ ପାଳିତ ହୋଇଯାଇଛି। ଏହି ଦିବସ ପାଳନ ଅବସରରେ!-->…