ଦୁଷ୍କର୍ମ ପରେ ନାବାଳିକାଙ୍କୁ ହତ୍ୟା ଘଟଣା: ଫାଶୀ ଦଣ୍ଡାଦେଶ ଦେଲେ କୋର୍ଟ
ସମ୍ବଲପୁର : ଏକ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାର ବିଚାର କରି ସମ୍ବଲପୁରର ସ୍ୱତନ୍ତ୍ର ପକ୍ସୋ କୋର୍ଟ ଦୋଷୀ ପ୍ରଶାନ୍ତ ବଘରାଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି। ତା’ ସହିତ କୋର୍ଟ ତାଙ୍କ ଉପରେ ୧ ଲକ୍ଷ ଟଙ୍କା ଜୋରିମାନା ପକାଇଛନ୍ତି।୨୦୨୨ ମସିହା ମାର୍ଚ୍ଚ ମାସରେ ସମ୍ବଲପୁର ଜିଲ୍ଲା!-->…