ପୁଣି କାର୍ଯ୍ୟ ବନ୍ଦ ଆନ୍ଦୋଳନକୁ ଓହ୍ଲାଇଲେ ଜୁନିୟର ଡାକ୍ତର, ଚିନ୍ତାରେ ସରକାର
କୋଲକାତା : ପଶ୍ଚିମବଙ୍ଗର ଜୁନିୟର ଡାକ୍ତରମାନେ ସେମାନଙ୍କ ଅନିର୍ଦ୍ଦିଷ୍ଟ ଓ କାର୍ଯ୍ୟ ବନ୍ଦ ଆନ୍ଦୋଳନ ପୁଣି ଆରମ୍ଭ କରିଛନ୍ତି। ସରାକାର ପୂର୍ବ ଆନ୍ଦୋଳନ ପ୍ରତ୍ୟାହାର ବେଳେ ଦେଇଥିବା ଦାବିଗୁଡ଼ିକୁ ପୂରଣ କରୁ ନଥିବାରୁ ସେମାନେ ଏପରି ପଦକ୍ଷେପ ନେଇଛନ୍ତି। ସେମାନେ ହସ୍ପିଟାଲରେ ସୁରକ୍ଷା!-->…