ଭଦ୍ରକ ବିଜେଡିରେ ବି ଫାଟ!

ଭଦ୍ରକ: ତୁଟୁନି ବିଜେଡି ବିବାଦ । ନିର୍ବାଚନରେ ହାରିବା ପରେ ଯେମିତି ଦଳର ସବୁ ସଦସ୍ୟ ବେପରୁଆ ହୋଇଗଲେଣି । ଯେଉଁଠି ଦିନେ ମାଟି କାମୁଡି ପଡୁଥିଲେ । ଆଜି ଟିକିଏ କେଁ କିନା ହେଲା ବେଳକୁ ବି କନ୍ଦଳ ହେଇଯାଉଛି । ସମସ୍ତଙ୍କ ମୁହଁ ବି ଫିଟିଗଲାଣି । ଯାହାକୁ ନେଇ ଏବେ ବିଜେଡି ଭିତରେ ପରସ୍ପର…

ରାସ୍ତା ପାଲଟିଛି ମରଣ ଯନ୍ତା : ଖଟିଆରେ ବୁହାହେଲେ ୫ରୁ ଊର୍ଦ୍ଧ୍ବ ରୋଗୀ, ଅଖାଦ୍ୟ ଖାଇ ୧୫ରୁ ଊର୍ଦ୍ଧ୍ବ ଆକ୍ରାନ୍ତ, ୨…

ବାଲିଗୁଡା : ସ୍ୱାଧୀନତାର ୭୭ ବର୍ଷ ପରେ ମଧ୍ୟ ବହୁ ମୌଳିକ ସୁବିଧା ଆଜି ପର୍ଯ୍ୟନ୍ତ ଅନେକ ଅଞ୍ଚଳରେ ପହଞ୍ଚି ପାରିନଥିବା ବେଳେ ଅନେକ ସମୟରେ ବିଭିନ୍ନ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଦେଖାଯାଇ ଥାଏ ବିଭିନ୍ନ ପ୍ରକାର ସମସ୍ୟା। ଯାହାକି, କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼…

ସ୍ୱାଧୀନତା ସଂଗ୍ରାମୀ ରଘୁନାଥ ପଣ୍ଡାଙ୍କ ଜୟନ୍ତୀ ପାଳନ

ବ୍ରହ୍ମପୁର : ଗାନ୍ଧିଜୀଙ୍କ ଡାକରାରେ ଅନୁପ୍ରାଣିତ ହୋଇ ବ୍ରିଟିଶ ବିରୋଧୀ ସ୍ୱାଧୀନତା ସଂଗ୍ରାମରେ ଝାସ ଦେଇଥିବା ତଥା ଆସିକା ଅଂଚଳରେ ମୁସ୍ତାଧାରୀ ଓ ଜମିଦାରୀ ବ୍ୟବସ୍ଥା ବିରୁଦ୍ଧରେ ଲଢେଇ କରିଥିବା ଚାଷୀ ନେତା ସାଥି ରଘୁନାଥ ପଣ୍ଡାଙ୍କ ୧୦୭ତମ ଜୟନ୍ତୀ ସ୍ଥାନୀୟ ଗିରି ରୋଡ଼ ସ୍ଥିତ ପାଢ଼ୀ…

ଦେଶୀ ଗାଈକୁ ‘ରାଜ୍ୟମାତା’ର ମାନ୍ୟତା ଦେଲେ ମହାରାଷ୍ଟ୍ର ସରକାର

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଏକନାଥ ସିନ୍ଦେ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର ଦେଶୀ ଗାଈକୁ ରାଜ୍ୟମାତା-ଗୋମାତାର ମାନ୍ୟତା ଦେଇଛନ୍ତି। ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତି ନିଯାଇଛି। ବିଧାନସଭା ନିର୍ବାଚନକୁ ଅଳ୍ପ କିଛି ମାସ ବାକି ଥିବାବେଳେ…

ଲଦାଖ ନିକଟରେ ଚୀନର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷା

ନୂଆଦିଲ୍ଲୀ: ଭାରତ ସୀମା ନିକଟରେ ଚୀନ ଏକ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି । ଏହି କ୍ଷେପଣାସ୍ତ୍ରଟି ଆଉ ଏକ କ୍ଷେପଣାସ୍ତ୍ରକୁ ମାରି ଖସାଇଦେଇଥିଲା । ଭାରତର ବ୍ରହ୍ମସ୍ କ୍ଷେପଣାସ୍ତ୍ରକୁ ଦୃଷ୍ଟିରେ ରଖି ଚୀନ ଏହି ପରୀକ୍ଷଣ କରିଛି । ସିନ୍ହୁଆ ନ୍ୟୁଜ୍ ଏଜେନ୍ସି ଅନୁଯାୟୀ,…

ସରକାରଙ୍କ ଅନୁମତି ପାଇ ଶ୍ରୀ ସତ୍ୟସାଇ ପ୍ରାଥମିକ ବିଦ୍ୟାଳୟର ହେଲା ପୁନର୍ଜନ୍ମ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଶ୍ରୀ ସତ୍ୟ ସାଇ ବାବାଙ୍କ ଆଦର୍ଶରେ ଅନୁପ୍ରାଣିତ ଶ୍ରୀ ସତ୍ୟ ସାଇ ସେବା ସମିତି ଫୁଲବାଣୀ ଉଦ୍ୟମରେ ପ୍ରତିଷ୍ଠିତ ଶ୍ରୀ ସତ୍ୟ ସାଇ ବିଦ୍ୟାଳୟ ଗତ ତା ୦୧/୧୦/୧୯୮୧ ରିଖ ରେ ସରକାରଙ୍କ ଅନୁମତି ପାଇ ପର୍ଯ୍ୟାୟ କ୍ରମେ ୧୯୮୮ରେ ମାଧ୍ୟମିକ ତଥା ୧୯୯୩ ଉଚ୍ଚ…

ବାଇକକୁ ଧକ୍କା ଦେଲା ବାଇକ, ଚାଳକ ଜୀବନ୍ତ ଦଗ୍ଧ

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କୁଡପାନି ରାସ୍ତାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଯାହା ପରେ ଦୁଇ ବାଇକ୍‌ ବିଚ୍‌ ରାସ୍ତାରେ ହୁତୁହୁତ ହୋଇ ଜଳିବାକୁ ଲାଗିଲା। ଏହି ଅଘଟଣରେ ଜଣେ ବାଇକ୍‌ ଚାଳକ ଜୀଅନ୍ତା ଜଳି ଯାଇଥିବା ବେଳେ ଦୁଇ ଜଣ…

ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ

ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ। ତେଲକୋଳେଇ ଥାନା ମାମଲାରେ ତାଙ୍କୁ ମିଳିଛି ଆଗୁଆ ଜାମିନ। ଗତ ୨୧ତାରିଖରେ ଝାରସୁଗୁଡ଼ାର ତେଲକୋଳେଇ ଥାନା ଅଞ୍ଚଳରେ ଥିବା କୋଲ ଇଣ୍ଡିଆ ଅଫିସ ସାମ୍ନାରେ ପ୍ରତିବାଦ ଧାରଣା ଘଟଣାରେ ଦାୟର ମାମଲାରେ…

ବିଜେଡି ବିବାଦରେ ଆକ୍ସନ: ୪ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ବର: ବିଜେଡି ଭିତର ବିବାଦ ଦିନକୁ ଦିନ ବଢୁଥିବା ବେଳେ ଏବେ ଆରମ୍ଭ ହୋଇଛି ଆକ୍ସନ ପ୍ରକ୍ରିୟା । ୪ଜଣ ବିଜେଡି ନେତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ଜିଲ୍ଲା ସଭାପତି । କର୍ପୋରେଟର ଅମରେଶ ଜେନା, ବିରଞ୍ଚି ମହାସୂପକାରଙ୍କୁ ନୋଟିସ ଯାଇଥିବା ବେଳେ ବିଜୁ ଛାତ୍ର ଜନତା ଦଳର…

ନୂତନ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ସୁରେଶ ଦେବଦତ୍ତ ସିଂହ

ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ୍‌ ସିଟି କମିଶନର । ନୂତନ କମିଶନର ଭାବେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି ସୁରେଶ ଦେବଦତ୍ତ ସିଂହ । ପୂର୍ବତନ କମିଶନର ସଂଜୀବ ପଣ୍ଡାଙ୍କ ତାଙ୍କ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି। ୧୯୯୮ ବ୍ୟାଚ୍‌ ବରିଷ୍ଠ ଆଇପିଏସ୍‌ ଦେବଦତ୍ତ ସିଂହ ଆଜି ନୂତନ ଦାୟିତ୍ୱ ଗ୍ରହଣ…