ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ, ୧୭ ଆକ୍ରାନ୍ତ
ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ମେଘଲା ଗାଁରେ ଝାଡ଼ାବାନ୍ତିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସେହିପରି ଗାଁରେ ଆହୁରି ୧୭ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।
ମୃତକ ଦ୍ୱୟ ହେଉଛନ୍ତି, ଉପି ମଲ୍ଲିକ (୬୬) ଓ ଖଇରୁ ଜାଲ (୫୫)। ଝାଡ଼ାବାନ୍ତିରେ!-->!-->!-->…