ଜେଲ ଯିବେ ସଞ୍ଜୟ ରାଉତ: ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ
ମୁମ୍ବାଇ : ମାନହାନି ମୋକଦ୍ଦମା ମାମଲାରେ ଶିବସେନା ୟୁବିଟି ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମୁମ୍ବାଇର ଏକ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ଦିନ ପାଇଁ ଜେଲ ଦଣ୍ଡରେ ଦଣ୍ଡିତ କରିବା ସହ ୨୫ହଜାର ଟଙ୍କା ଜରିମାନା କରିଛନ୍ତି। ଏହି ରାୟ ପରେ ସଞ୍ଜୟ ରାଉତ ଜେଲ!-->…