ମର୍ମାନ୍ତିକ ସଡ଼କ ଦୁର୍ଘଟଣା : ଗୋଟିଏ ପରିବାରର ୩ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ, ୨ ଜଣ ଗୁରୁତର

ଉମରକୋଟ /ରାଇଘର, (୧୨/୦୭/୨୦୨୬) ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ ଅନ୍ତର୍ଗତ ଦେଓଭରଣ୍ଡି ଆଦିବାସୀ ଗ୍ରାମ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ହୃଦୟବିଦାରକ ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଗୁରୁତର…

ଶ୍ରୀମନ୍ଦିର ପ୍ରଶାସନର କଡ଼ା ନିୟମ, ରଥ ଉପରେ ମୋବାଇଲ ବ୍ୟବହାର ମନା

ପୁରୀ: ସୁବ୍ୟବସ୍ଥିତ ରଥଟଣା ପାଇଁ ଶ୍ରୀମନ୍ଦିର ପ୍ରଶାସନର କଡ଼ା ନିୟମ । ତିନି ରଥ ଉପରେ ରହିବେନି ଛଦ୍ମବେଶୀଧାରୀ ସେବାୟତ । କୌଣସି ସେବାୟତଙ୍କ ସହାୟତାରେ ରଥକୁ ଚଢ଼ିବେନି ଶ୍ରଦ୍ଧାଳୁ । ରଥ ଉପରେ ମୋବାଇଲ ଫୋନ୍ ବ୍ୟବହାର ସମ୍ପୂର୍ଣ୍ଣ ମନା । ଏଥିରେ ବ୍ୟତିକ୍ରମ ଘଟିଲେ ସମ୍ପୃକ୍ତ…

ମହିଳା ପରିବର୍ତ୍ତନ ସୃଷ୍ଟିକାରୀ କ୍ଷେତ୍ରରେ ଦୀର୍ଘ ୨୮ ବର୍ଷର ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟ ସ୍ତରରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ମହିଳାମାନଙ୍କ ସାମାଜିକ ଓ ଅର୍ଥନୈତିକ ସଶକ୍ତିକରଣ, ଜୀବିକାର ବିକାଶ ଏବଂ ନିରନ୍ତର…

ଦାସିଆ ଅଜାଙ୍କ ୧୧୯ ତମ ଜୟନ୍ତୀ ପାଳନ କଲା ପୂଜ୍ୟପୂଜା କମିଟି, ନୟାଗଡ଼

ନୟାଗଡ଼ : ପାଠାଗାର ଆନ୍ଦୋଳନର ଆଗଧାଡିର ନାୟକ, ପ୍ରବାଦ ପୁରୁଷ ଦାଶରଥି ପଟ୍ଟନାୟକ (ଦାସିଆ ଅଜା)ଙ୍କ ୧୧୯ ତମ ଜୟନ୍ତୀ ଅବସରରେ ପୂଜ୍ୟପୂଜା କମିଟି, ନୟାଗଡ଼ ତରଫରୁ ଏକ ଶ୍ରଦ୍ଧାଞ୍ଜଳୀ ଓ ସ୍ମୃତି ଚାରଣ କାର୍ଯ୍ୟକ୍ରମ ନୟାଗଡ଼ ବଜାର ସ୍ଥିତ ପ୍ରତିମୂର୍ତ୍ତି ନିକଟରେ ସମାପନ ହୋଇଯାଇଛି।…

ଦୁର୍ଘଟଣାରେ ଯୁବକ ଗୁରୁତର

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କଦଳୀ ବନ୍ଧ ନିକଟ ପେଟ୍ରୋଲ ପମ୍ପ ନିକଟରେ ଏକ ସ୍କୁଟି ଚାଳକ ଭାରସାମ୍ୟ ହରାଇ ଛିଟିକି ପଡ଼ି ଗୁରୁତର ଆହତ ହୋଇଥିବା ଜଣାପଡିଛି।ସୂଚନା ଅନୁଯାୟୀ ସୁବ୍ରତ ମହାରଣା(୩୬) ଭୁବନେଶ୍ୱରରେ କାମ କରୁଥିବା ଏକ ଘରୋଇ କମ୍ପାନୀ କାର୍ଯ୍ୟରେ ସ୍କୁଟିରେ ଭଞ୍ଜନଗର…

ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଳସରା ଥାନା ଅନ୍ତର୍ଗତ ବାଣ୍ଡେଗା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଘଟଣାଟି ଶନିବାର ବିଳମ୍ବିତ ରାତିରେ ଘଟିଛି। ଛତିଶଗଡ଼ର ବାସିନ୍ଦା ଏହି ନାବାଳିକା ବାଣ୍ଡେଗାରେ ତାଙ୍କ…

ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ; ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ପୁରୀ:ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ହୋମଗାର୍ଡଙ୍କ ମୃତ୍ୟୁ । ରଥଯାତ୍ରା କାର୍ଯ୍ୟରେ ନିୟୋଜିତ ଥିବା ଘଟଗାଁ ଥାନା ହୁଣ୍ଡାପିଟା ଗ୍ରାମର ପ୍ରଦୀପ ମହାନ୍ତ ଆଉ ଘରକୁ ଫେରିପାରିଲେନି। ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଙ୍ଗତ ଆତ୍ମାର ସଦଗତି…

ଉଦଳାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା: ଆଜଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଉଦଳାରୁ ଭୁବନେଶ୍ୱର ଚାଲୁଥିବା ଏକ ଯାତ୍ରୀବାହୀ ବସର କଣ୍ଡକ୍ଟର ରବୀନ୍ଦ୍ର ପରିଚ୍ଛାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ତେବେ ଅଭିଯୁକ୍ତମାନଙ୍କୁ ଗିରଫ କରା ଯାଉନଥିବାରୁ ଆଜି ଉଦଳା ମଟର କର୍ମଚାରୀ ସଂଘ ପକ୍ଷରୁ କାର୍ଯ୍ୟ…

ଝରିଗାଁ ପ୍ରାଣୀଧନ ବିଭାଗର ବିକାଶ ଓ ଚାଷୀଙ୍କ କଲ୍ୟାଣ ନେଇ ପ୍ରାଣୀଧନ ଅଧିକାରୀଙ୍କ ସହ ବିଧାୟକ ପ୍ରତିନିଧିଙ୍କ ଆଲୋଚନା

ଉମରକୋଟ/ଝରିଗାଁ :- ନବରଙ୍ଗପୁର ଜ଼ିଲ୍ଲାର ଝରିଗାଁ ବ୍ଲକରେ ପ୍ରାଣୀଧନ ବିକାଶ, ପଶୁପାଳକ ଓ ଚାଷୀଙ୍କ କଲ୍ୟାଣ ସହିତ ସରକାରଙ୍କ ବିଭିନ୍ନ ପ୍ରାଣୀଧନ ଯୋଜନାର ସଫଳ କାର୍ଯ୍ୟକାରିତାକୁ ନେଇ ଆଜି ଝରିଗାଁ ପ୍ରାଣୀଧନ ଅଧିକାରୀ ଅଜୟ କୁମାର ମାଝୀଙ୍କ ସହ ଉମରକୋଟ ବିଧାୟକ ନରସିଂହ ଭତରାଙ୍କ ବିଭାଗୀୟ…

ଦଳିତ ଯୁବକଙ୍କୁ ବନ୍ଦ କୋଠରୀରେ ୩ ଦିନ ଧରି ଅମାନୁଷିକ ନିର୍ଯାତନା

ବ୍ରହ୍ମପୁର: ରେଶମ ସହର ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ଅପରାଧୀଙ୍କ ଦାଦାଗିରି ଏବେ ସବୁ ସୀମା ପାର୍ କରିଯାଇଛି। ବ୍ରହ୍ମପୁର ସଦର ଥାନା ଅଞ୍ଚଳରୁ ଏକ ଅତି ବର୍ବର ତଥା ଛାତିଥରା ଘଟଣା ସାମ୍ନାକୁ ଆସିଛି, ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରଲ୍ ହେବାରେ ଲାଗିଛି। ଜଣେ ନିରୀହ…