ପ୍ରାକୃତିକ କୃଷିକୁ ସୁଦୃଢ କରିବା ପାଇଁ କନ୍ଧମାଳ ଚାପ୍ଟର ଉଦ୍ଘାଟିତ
ଫୁଲବାଣୀ : ପ୍ରାକୃତିକ କୃଷିକୁ କନ୍ଧମାଳ ଜିଲ୍ଲା ସ୍ତରରେ ଆଗେଇନବା ପାଇଁ ପ୍ରାକୃତିକ କୃଷି ଜାତୀୟ ସଂଘର ମୁଖ୍ୟ ପ୍ରମେଲ ଗୁପ୍ତାଙ୍କ ଦ୍ୱାରା ରାଇକିଆ ଠାରେ କନ୍ଧମାଳ ଚାପ୍ଟର ସୁଭ ଆରମ୍ଭ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ କୃଷିକୁ ଗ୍ରାମ ସ୍ଥରରେ ଆଗେଇ ନେଉଥିବା ଅନୁଷ୍ଠାନ ଓ!-->…