ଆଇ.ଆର୍.ଇ.ଏଲ ଇଣ୍ଡିଆ ଏବଂ ପୋର୍ଟରେ ଯୁବକ ଯୁବତୀଙ୍କୁ ସ୍ଥାୟୀ ନିଯୁକ୍ତି ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର…
ଛତ୍ରପୁର, ୨୩ / ୯ ଛତ୍ରପୁର ବ୍ଲକ୍ ଅନ୍ତର୍ଗତ କଣମଣା ପଞ୍ଚାୟତ ଏବଂ ପାଖାପାଖି ଅଞ୍ଚଳର ଯୁବକ ଯୁବତୀ ମାନଙ୍କ ସ୍ଥାୟୀ ନିଯୁକ୍ତି ଦେବା ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ସ୍ମାରକ ପତ୍ର ସୋମବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟିଙ୍କୁ ଦାଖଲ!-->!-->!-->…