ରଥଯାତ୍ରାରେ ମୁତୟନ ହେବେ କେନ୍ଦ୍ରୀୟ ଫୋର୍ସ: ୧୫ କମ୍ପାନୀ ଯବାନ ସମ୍ଭାଳିବେ ମହାପ୍ରଭୁଙ୍କ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ମହାପର୍ବକୁ ଶାନ୍ତିପୂର୍ଣ୍ଣ ଏବଂ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଲାଗି ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା…

ଲାଲକିଲ୍ଲାକୁ ବୋମାରେ ଉଡ଼ାଇ ଦେବାକୁ ଧମକ, ଦିଲ୍ଲୀରେ ଉତ୍ତେଜନା

ନୂଆଦିଲ୍ଲୀ : ଦିଲ୍ଲୀରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଆଜି ପୁଣି ଥରେ ଲାଲକିଲ୍ଲାକୁ ବୋମା ଧମକ ମିଳିଛି । ସନ୍ଦିଗ୍ଧ ବ୍ୟକ୍ତି ମୁମ୍ବାଇ ପୋଲିସ କଣ୍ଟ୍ରୋଲ ରୁମକୁ ଫୋନ୍ କରି ଏହି ଧମକ ଦେଇଥିବା ସୂଚନା ମିଳୁଛି । ତଦନ୍ତ ପରେ ଉତ୍ତର ଜିଲ୍ଲା ପୋଲିସ ଏହି କଲକୁ ମିଛ ବୋଲି ଘୋଷଣା…

ଦିନକ ପରେ କେନାଲରୁ ମିଳିଲା ନିଖୋଜ ନାବାଳକର ମୃତଦେହ

କାମାକ୍ଷାନଗର: ଘର ସାମ୍ନାରୁ ନିଖୋଜ ନାବାଳକ ଛାତ୍ରର ମୃତଦେହ ରେଙ୍ଗାଳି କେନାଲରୁ ଉଦ୍ଧାର । ଗତକାଲି ଢେଙ୍କାନାଳ କାମାକ୍ଷାନଗର ମହାବିଦ୍ୟାଳୟ ସାମ୍ନାରେ ଥିବା ଏକ କଲୋନୀର ଘର ସାମ୍ନାରୁ ନାବାଳକ ଛାତ୍ର ନିଖୋଜ ହୋଇଯାଇଥିଲା । ଆଜି ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।…

ମିଶାଇଲ୍ ମାଡ କରି ସମଗ୍ର ଇରାନକୁ ଧ୍ୱଂସ କରିଦେବୁ – ଟ୍ରମ୍ପ

ନୂଆଦିଲ୍ଲୀ : ଏତେ ମିଶାଇଲ୍ ମାଡ କରିବୁ ଯେ, ସମଗ୍ର ଇରାନକୁ ଧ୍ୱଂସ କରିଦେବୁ। ପୁଣି ଇରାନକୁ ଏମିତି ଧମକ ଦେଲେ ଟ୍ରମ୍ପ।ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ତାଙ୍କ ହତ୍ୟାର ଭୟ ପ୍ରକାଶ କରିଛନ୍ତି। ସେ ଇରାନକୁ ଚେତାବନୀ ଦେଇଛନ୍ତି ଯେ ସେ ପୂର୍ବରୁ କାର୍ଯ୍ୟାନୁଷ୍ଠାନ ପାଇଁ…

ପାକିସ୍ତାନରେ ୮୮ ଆତଙ୍କବାଦୀ ନିହତ

ଇସଲାମାବାଦ: ପାକିସ୍ତାନ ସରକାର ଜୁଲାଇ ୫ ତାରିଖରୁ ଆତଙ୍କବାଦୀଙ୍କ ଉପରେ ବଲୁଚିସ୍ତାନ ପ୍ରଦେଶରେ ବଡ଼ଧରଣ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷାକର୍ମୀ ଏପର୍ଯ୍ୟନ୍ତ ୮୮ ଜଣ ଆତଙ୍କବାଦୀଙ୍କୁ ନିପାତ କରିଥିବା ଶନିବାର ପାକିସ୍ତାନ ସରକାର ପ୍ରକାଶ କରିଛନ୍ତି। ଗତ ୨୪ ଘଣ୍ଟାରେ ୯ ଜଣ…

ଭିଏତନାମରେ ସ୍ପିଡ୍ ବୋଟ୍ ବୁଡ଼ି ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ଭିଏତନାମ: ଭିଏତନାମରେ ବଡ଼ ଅଘଟଣ । ସ୍ପିଡ୍ ବୋଟ୍ ବୁଡ଼ି ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ । ଉଦ୍ଧାର କାର୍ଯ୍ୟ ଜାରି । ଦକ୍ଷିଣ ଭିଏତନାମର ପ୍ରସିଦ୍ଧ ପୁ କ୍ଵୋକ ଦ୍ୱୀପ ନିକଟରେ ଏକ ଯାତ୍ରୀବାହୀ ସ୍ପିଡ୍ ବୋଟ୍ ସମୁଦ୍ର ମଝିରେ ଓଲଟି ପଡ଼ିବା ଫଳରେ ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ…

ବିନା ପ୍ରେସକ୍ରିପସନରେ ମିଳିବନି ୧୨% ରୁ ଅଧିକ ଆଲକୋହଲ୍ ଥିବା ଔଷଧ

ନୂଆଦିଲ୍ଲୀ : ୧୨% ରୁ ଅଧିକ ଆଲକୋହଲ୍ ଥିବା ଔଷଧ ବିନା ଡାକ୍ତରୀ ପ୍ରେସକ୍ରିପସନରେ ମିଳିବନି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି କଟକଣା ଲଗାଯାଇଛି । ନୂତନ ନିୟମ ଅନୁଯାୟୀ, ୩୦ ମିଲିଲିଟରରୁ ଅଧିକ ପରିମାଣର ଓ ୧୨% ରୁ ଅଧିକ ଆଲକୋହଲ୍ ଥିବା ସମସ୍ତ ତରଳ…

ବାହାମାସରେ ବିମାନ ଦୁର୍ଘଟଣା, ୧୦ ମୃତ

ବାହାମାସ : ବାହାମାସର ନର୍ଥ ଆଣ୍ଡରସରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ପ୍ଲେନ କ୍ରାସରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣା ପରେ ସରକାରଙ୍କୁ ଫ୍ଲେମିଙ୍ଗୋ ଏୟାରର ଉଡ଼ାଣକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ପଡିଲା । ସମସ୍ତଙ୍କ ପରିଚୟ ଏଯାଏଁ ଅସ୍ପଷ୍ଟ ରହିଛି । …

ପ୍ରଥମେ ବନ୍ଦେ ମାତରମ୍, ତା’ପରେ ଜାତୀୟ ସଙ୍ଗୀତ, କେନ୍ଦ୍ରର ନିର୍ଦ୍ଦେଶାନାମା ଜାରି

ନୂଆଦିଲ୍ଲୀ: କେନ୍ଦ୍ର ସରକାର ସମସ୍ତ ରାଜ୍ୟ, କେନ୍ଦ୍ରଶାସିତ ଅଞ୍ଚଳ ଏବଂ କେନ୍ଦ୍ରୀୟ ମନ୍ତ୍ରଣାଳୟକୁ ଜାତୀୟ ସଙ୍ଗୀତ ‘ଜନ-ଗଣ-ମନ’ ଏବଂ ଜାତୀୟ ଗୀତ ‘ବନ୍ଦେ ମାତରମ୍’ ସମ୍ପର୍କରେ ନୂତନ ନିର୍ଦ୍ଦେଶାନାମା ଜାରି କରିଛନ୍ତି। ସରକାରୀ କାର୍ଯ୍ୟକ୍ରମରେ ଜାତୀୟ ସଙ୍ଗୀତ ଓ ଜାତୀୟ ଗୀତ ଗାନକୁ ନେଇ…

ଭାରତ-ନ୍ୟୁଜିଲାଣ୍ଡ ସମ୍ପର୍କକୁ ମିଳିଲା ‘ରଣନୀତିକ ସହଭାଗିତା’ର ମାନ୍ୟତା, ସ୍ବାକ୍ଷରିତ ହେଲା ୧୮ ଚୁକ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନ୍ୟୁଜିଲାଣ୍ଡ ଗସ୍ତ ଦୁଇ ଦେଶର ସମ୍ପର୍କକୁ ନୂଆ ଉଚ୍ଚତାରେ ପହଞ୍ଚାଇଛି। ଏହି ଗସ୍ତ ସମୟରେ ପ୍ରତିରକ୍ଷା, ମୁକ୍ତ ବାଣିଜ୍ୟ, ସାମୁଦ୍ରିକ ସୁରକ୍ଷା, ଆତଙ୍କବାଦ ବିରୋଧୀ ସହଯୋଗ, କୃଷି, ଦୁଗ୍ଧ ଉତ୍ପାଦନ, ପର୍ଯ୍ୟଟନ, ଶିକ୍ଷା, ବିଜ୍ଞାନ,…