ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଅବସରରେ ବାଟାଗୁଡାରେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଓ ବିଜେପିର ସଦସ୍ୟତା ଅଭିଯାନ
ବାଲିଗୁଡା : ବିଜେପି ନେତୃତ୍ୱରେ ଗଠିତ ରାଜ୍ୟରେ ସୂତନ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ହୋଇଛି। ଏହି ୧୦୦ ଦିନର ଉପଲବ୍ଧିକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ବାଲିଗୁଡା ନିର୍ବାଚନ ମଣ୍ଡଳୀ ର ବାଟାଗୁଡା ମଣ୍ଡଳ ର ପଞ୍ଚାୟତ ସଭାଗୃହ ଠାରେ ସଦସ୍ୟତା ପ୍ରଭାରୀ ସୁରେନ୍ଦ୍ର ପାତ୍ର ଙ୍କ!-->…