ଗଦାପୁର ଅଞ୍ଚଳରେ ୫ ଦିନ ହେଲା ବିଏସଏନଏଲ ନେଟୱାର୍କ ଠପ : ପାଇପ କାମ ଚାଲିଥିବା ବେଳେ କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ
ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗଦାପୁର ଅଞ୍ଚଳରେ ଗତ ୫ ଦିନ ହେଲା ବିଏସଏନଏଲ ନେଟୱାର୍କ ଅଚଳ ହୋଇପଡିଛି । ଉକ୍ତ ଅଞ୍ଚଳରେ ଏକ ମାତ୍ର ସାହା ଭରସା ବିଏସଏନଏଲ ନେଟୱାର୍କ ଅଚଳ ହୋଇଥିଲେ ସୁଦ୍ଧା ବିଭାଗୀୟ ଅଧିକାରୀ ଏହାକୁ ମରାମତି ଦିଗରେ କୌଣସି!-->…