ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଯୁବ ରେଡକ୍ରସ୍ ଶାଖାର ଅଭିମୁଖୀକରଣ କାର୍ଯ୍ୟକ୍ରମ
ଆସିକା ତା ୨୧/୯ : ଆସିକା ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ଜୀବାନନ୍ଦ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏବଂ ଯୁବ ରେଡକ୍ରସ୍ ଶାଖାର ଉପଦେଷ୍ଟା ଦ୍ବୟ ହିନ୍ଦୀ ଅଧ୍ୟାପକ ରାଜେଶ୍ କୁମାର ସାହୁ ଏବଂ ଓଡ଼ିଆ ଅଧ୍ୟାପକ ଡ. ଅଜିତ୍ କୁମାର ମୁନୀଙ୍କ ସଂଯୋଜନାରେ ସ୍ବେଚ୍ଛାସେବୀ ଛାତ୍ରଛାତ୍ରୀଙ୍କ!-->…