ନାବାଳିକାଙ୍କ ପ୍ରେମରେ ପାଗଳ ଥିଲେ ବିବାହିତ ଯୁବକ, ଦୁହେଁ ଝୁଲି ପଡ଼ିଲେ
ସାଲେପୁର : ବିବାହିତ ହୋଇ ଘର ସଂସାର କରିବା ପରେ ବି ଜଣେ ନାବାଳିକାଙ୍କ ପ୍ରେମରେ ପାଗଳ ହେଲେ ଯୁବକ । ମାତ୍ର ପରିବାର ଆଗରେ ନିଜ ଭଲ ପାଇବା କଥା ଖୋଲିକି କହି ପାରିଲେନି କି ପ୍ରେମିକା ବିନା ରହି ବି ପାରିଲେନି। ଶେଷରେ ଚରମ ନିଷ୍ପତ୍ତି ପ୍ରେମୀ ଯୁଗଳ ନେଲେ । ଆଜି ସକାଳୁ ଗଛରୁ ଉଭୟଙ୍କ!-->…