ଜରୁରୀକାଳୀନ କାର୍ଯ୍ୟରେ ଯୋଗଦେଲେ ପଶ୍ଚିମବଙ୍ଗର କନିଷ୍ଠ ଡାକ୍ତର, ଧର୍ମଘଟ ପ୍ରତ୍ୟାହୃତ
କୋଲକାତା : ପଶ୍ଚିମବଙ୍ଗର ସମସ୍ତ ମେଡିକାଲ କଲେଜରେ କନିଷ୍ଠ ଡାକ୍ତରମାନେ ଜରୁରୀକାଳୀନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଅଗଷ୍ଟ ୯ ତାରିଖରେ କୋଲକାତାର ଆର୍ ଜି କର ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ପ୍ରଶିକ୍ଷାର୍ଥୀ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ୪୨ ଦିନ ପରେ କନିଷ୍ଠ!-->…