ପାଟଣାଗଡ ପ୍ରସିଦ୍ଧ ବଏଲ ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ପାଟଣାଗଡ : ଚଳିତ ବର୍ଷ ଦଶହରା ପୂଜା ବଏଲ ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ହରିଶଙ୍କର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ପାଟଣାଗଡ ଉପଜିଲ୍ଲାପାଳ ଅମିତ କୁମାର ନାଏକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାର୍ବଜନୀନ ଦୁର୍ଗାପୂଜାନୋତ୍ସବ ପ୍ରସିଦ୍ଧ ବଏଲ ଯାତ୍ରା!-->…