ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ ତମ ପ୍ରତିଷ୍ଠା ଦିବସ ପାଳିତ
ଛତ୍ରପୁର : ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ୧୦ ତମ ପ୍ରତିଷ୍ଠା ଦିବସ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ର ଅତିରିକ୍ତ ଜିଲ୍ଲାପାଳ ସୁଧାଂଶୁ କୁମାର ଭୋଇ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ମୁଖ୍ୟବକ୍ତା!-->…