ରନୱେରେ ଧକ୍କା ହେଲା ଦୁଇ ବିମାନ, କ୍ରୁ ସଦସ୍ୟ ସମେତ ସମସ୍ତ ଯାତ୍ରୀ ସୁରକ୍ଷିତ
ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ଏୟାରପୋର୍ଟରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସାଇସ୍ପଜେଟ B737-700 ବିମାନ ଏୟାରପୋର୍ଟରେ ଟ୍ୟାକ୍ସିଂ କରୁଥିବା ବେଳେ ଅନ୍ୟ ଏକ ଆକାସା ଏୟାର ବିମାନକୁ ରନୱେରେ ଧକ୍କା ଦେଇଥିଲା । ଏହି ଧକ୍କା ଫଳରେ ସ୍ପାଇସଜେଟ ବିମାନର ଡାହାଣ!-->…