ଭାରତରେ ବଢୁଛି ଧନୀଙ୍କ ଧନ; ବାର୍ଷିକ ୧୦ କୋଟିରୁ ଊର୍ଦ୍ଧ୍ୱ ଆୟକାରୀଙ୍କ ସଂଖ୍ୟା ୬୩% ବୃଦ୍ଧି
ଭାରତରେ ବୃଦ୍ଧି ପାଉଛି ବାର୍ଷିକ ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା। ଗତ ୫ ବର୍ଷ ମଧ୍ୟରେ ଏହି ସଂଖ୍ୟା ୬୩% ବୃଦ୍ଧି ଘଟିଥିବା ସେଣ୍ଟ୍ରମ୍ ଇନଷ୍ଟିଚ୍ୟୁସନାଲ ରିସର୍ଚ୍ଚ ରିପୋର୍ଟ କରିଛି।
ରିପୋର୍ଟ ଅନୁସାରେ, ଭାରତରେ ପ୍ରାୟ ୩୧ ହଜାର ୮୦୦ ଜଣ!-->!-->!-->…