ଆଦିବାସୀ ଅଧୁଷିତ ଅଞ୍ଚଳର ୩ ଆଦିବାସୀ ଛାତ୍ରଛାତ୍ରୀ ଡାକ୍ତର ହେବେ

ବାଲିଗୁଡା : ଦୃଢ଼ ଇଚ୍ଛା ଶକ୍ତି ଓ କଠିନ ପରିଶ୍ରମ ଦ୍ୱାରା ସବୁ କିଛି ସମ୍ଭବ ହୋଇଥାଏ । ଏଭଳି ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଆଦିବାସୀ ଅଧ୍ଯୁଷିତ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ୩ ଆଦିବାସୀ ଛାତ୍ରଛାତ୍ରୀ ଚଳିତ ବର୍ଷ ନିଟ୍ ପରୀକ୍ଷାରେ…

ବିଳମ୍ବିତ ରାତିରେ କାର୍ ଦୁର୍ଘଟଣାଗ୍ରସ୍ତ : ରାସ୍ତା କଡ଼ରେ ଥିବା କାରକୁ ପଛପଟୁ ପିଟିଲା ଚଳନ୍ତା କାର୍, ଦୁଇ ଗୁରୁତର

ବାଲିଗୁଡ଼ା: ଭାରସାମ୍ୟ ହରାଇ ରବିବାର ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ । ୫୯ ନଂ ଜାତୀୟ ରାଜପଥ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ କାର୍ ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳିଛି । ମରାମତି ପାଇଁ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ କାରକୁ ପଛପଟୁ ପିଟିଲା ଆଉ ଏକ…

ସରକାରୀ ବ୍ୟବସ୍ଥାରେ ଚାଲିଥିବା ‘ଦୁର୍ନୀତି’ର ଗୁମର ଖୋଲିଲେ କେନ୍ଦ୍ରମନ୍ତ୍ରୀ ଗଡ଼କରୀ

ସରକାରୀ ବ୍ୟବସ୍ଥାରେ ଚାଲିଥିବା ‘ଦୁର୍ନୀତି’ ଅଭ୍ୟାସକୁ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ତଥା ବିଜେପି ଭେଟରାନ ନୀତୀନ ଗଡ଼କରୀ ତୀବ୍ର ସମାଲୋଚନା କରିଛନ୍ତି। ସେହିପରି ଯେଉଁ ସବୁ ଫାଇଲର ଓଜନ(ଟଙ୍କା) ଅଧିକ ସେଗୁଡ଼ିକ ଦ୍ରୁତଗତିରେ ଆଗକୁ ବଢ଼ିଥାଏ ବୋଲି ସେ କହିଛନ୍ତି। ପୁଣେରେ…

ଗାଡ଼କଣ ଶବର ସାହିରେ ଆବାସ ଗୃହ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ଵାଗତ ପାଇଁ ଚଳଚଂଚଳ ଭୁବନେଶ୍ଵରର ଗାଡ଼କଣ ଶବର ସାହି।ହିତାଧିକାରୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ।। ପ୍ରଧାନମନ୍ତ୍ରୀ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ ପହଞ୍ଚିବେ ଭୁବନେଶ୍ଵର ଗାଡ଼କଣ ଶବର ସାହିରେ। ପିଏମ ଆବାସ…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା

ଭୁବନେଶ୍ଵର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଜାରି ହେଲା ଟ୍ରାଫିକ କଟକଣା । କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ରହିବ ଏହି କଟକଣା । ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର…

ଆନ୍ଦୋଳନରତ ଜୁନିୟର ଡାକ୍ତରଙ୍କୁ ପଞ୍ଚମ ଥର ପାଇଁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଆନ୍ଦୋଳନରତ ଡାକ୍ତରଙ୍କୁ ମନାଇବା ପାଇଁ ପୁଣି ଥରେ ଟିଏମସି ସରକାରଙ୍କ ପ୍ରୟାସ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଲୋଚନା ପାଇଁ ପଞ୍ଚମ ଥର ପାଇଁ ଆନ୍ଦୋଳନରତ ଜୁନିୟର ଡାକ୍ତରଙ୍କୁ ନିମନ୍ତ୍ରଣ କରିଛନ୍ତି। ପୂର୍ବରୁ ବିଭିନ୍ନ କାରଣ ନେଇ ମୁଖ୍ୟମନ୍ତ୍ରୀ ଏବଂ ଜୁନିୟର ଡାକ୍ତରଙ୍କ ମଧ୍ୟରେ…

ବିଶ୍ଵବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ପାଳିତ : ଉତ୍ସବମୁଖର ବାଲିଗୁଡା ସହର

ବାଲିଗୁଡା : ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ଏନେଇ ଛୋଟ ବଡ ପ୍ରାୟ ୩୦ଟି ମଣ୍ଡପରେ ପୂଜା…

ଧରାବତରଣ କଲେ ଦେବଶିଳ୍ପୀ ବିଶ୍ୱକର୍ମା

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ସହର ବରାହୀ ପାହାଡ ପାଦଦେଶରେ ପ୍ରତିଷ୍ଠିତ ସର୍ବପୁରାତନ ବିଶ୍ୱକର୍ମା ମନ୍ଦିରରେ ବଢେଇକୂଳ ପକ୍ଷରୁ ଶନିବାର ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜାତ୍ସୋବ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରାତଃରେ ରୀତିନୀତି ଅନୁଯାୟୀ ଯଜ୍ଞୋପବିତ ଧାରଣ ଓ ପୁର୍ଣ୍ଣାହୁତି…

ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ

ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗ ଏବଂ ଝାଡ଼ଖଣ୍ଡକୁ ଗତି କରିବ । ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା । ୨୪…

ଶ୍ରୀଶ୍ରୀଠାକୁର ଅନୁକୁଳଚନ୍ଦ୍ରଙ୍କ ଭାଦ୍ର ପରିକ୍ରମା ଉଦଯାପନୀ ଉତ୍ସବ

ଉମରକୋଟ : ନବରଙ୍ଗପୁର ଜ଼ିଲ୍ଲା ରାଇଘର ସଦର ଗତକାଲି ଭାଦ୍ରବ ମାସର ୩୦ ରିଖ ତଥା ଇଂରାଜୀ ତା ୧୫/୦୯/୨୦୨୪ ରିଖ ରବିବାର ସନ୍ଧ୍ୟା ୭ ଘଟିକା ସମୟରେ ସ୍ଥାନୀୟ ତପନ କଲ୍ୟାଣ ମଣ୍ଡପ ଠାରେ (ରାଇଘର) ସତସଙ୍ଗ ଭାଦ୍ର ପରିକ୍ରମାର ଉଦଯାପନୀ ଉତ୍ସବ ଏକ ଭବ୍ୟ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି ।…