ପ୍ରଧାନମନ୍ତ୍ରୀଙ୍କ ଘରେ ନୂଆ ଅତିଥି, ନାଁ ଦୀପଜ୍ୟୋତି
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସୋଶାଲ ମିଡିଆରେ ଏକ ଭିଡିଓ ଶେଆର କରିଛନ୍ତି, ଯେଉଁଥିରେ ଦିଲ୍ଲୀର ଲୋକ କଲ୍ୟାଣ ମାର୍ଗରେ ଥିବା ତାଙ୍କ ବାସଭବନରେ ସେ ଏକ ବାଛୁରୀ ସହ ଖେଳୁଥିବା ଦେଖିବାକୁ ମିଳୁଛି।ଏହି ବାଛୁରୀ ସହ ଭିଡିଓ ଶେଆର କରି 'ଦୀପଜ୍ୟୋତି'କୁ ସ୍ୱାଗତ ବୋଲି!-->…