ଟ୍ରାକ୍ଟରକୁ ଧକ୍କା ଦେଲା ଟ୍ରଲର, ଜଣେ ମୃତ : ଦୂର୍ଘଟଣାରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଲା, ବିଦ୍ୟୁତ ସରବରାହ…
ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ତଥା ୫୯ ନଂ ଜାତୀୟ ରାଜପଥ ହିଞ୍ଜିଳିକାଟୁ ଆରଏମସି ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଦୂର୍ଘଟଣା ଘଟି ଟ୍ରାକ୍ଟର ଚାଳକ ତଥା ମାଲିକଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା ପିତଳ ଗ୍ରାମ ଦେଶୀବେହେରା ସାହିର ଲବ ବେହେରା!-->…